Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ
ଆଞ୍ଚଳିକ

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ
ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

ବାଣପୁର: ପବିତ୍ର ରଥଯାତ୍ରା ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବଜାରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଏବଂ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ର ମିଳିତ ଆନୁକୂଲ୍ୟରେ ରଥଯାତ୍ରା ସେବା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ରଥଯାତ୍ରା ଉପଲକ୍ଷେ ବାଣପୁର ବଜାର ସାହିରେ ଉକ୍ତ ସେବାକାର୍ଯ୍ୟର ଆୟୋଜନ କରାଯାଇଥିଲା। ଉଭୟ ସଂଗଠନ ପକ୍ଷରୁ ଭକ୍ତମାନଙ୍କୁ ଲେମ୍ବୁ ପଣା ଓ ପାନୀୟ ଜଳ ବିତରଣ କରାଯାଇଥିବା ବେଳେ ସ୍ୱଛତାର ଧ୍ୟାନ ମଧ୍ୟ ରଖାଯାଇଥିଲା ଏବଂ ଭକ୍ତଙ୍କୁ ସଚେତନ କରାଯାଇଥିଲା।

ପ୍ରତିକୂଳ ପାଗ ସତ୍ବେ ଶହ ଶହ ଭକ୍ତ ଉକ୍ତ ରଥଯାତ୍ରାରେ ସାମିଲ ହୋଇଥିବାବେଳେ ସମସ୍ତେ ଆଗ୍ରହର ସହ ଲେମ୍ବୁ ପଣା ପାନ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଆରଏସଏସ ବାଣପୁର ଖଣ୍ଡ କାର୍ଯ୍ୟବାହ ପ୍ରଶାନ୍ତ ସୁପକାର, ଖଣ୍ଡ ପ୍ରଚାର ପ୍ରମୁଖ ସୀତାରାମ ଅଗ୍ରୱାଲ, ଶକ୍ତିପ୍ରସାଦ ମିଶ୍ର, କୀର୍ତ୍ତିରଞ୍ଜନ ଖୁଣ୍ଟିଆ,ଦେବଶ୍ରିତ ପ୍ରଧାନ,ରୁପେଶ ସେନାପତି ଏବଂ ଅନ୍ୟ ସ୍ୱୟଂସେବକ ଓ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତାମାନେ ସାମିଲ ହୋଇଥିଲେ।

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପବିତ୍ର ରଥଯାତ୍ରା ରଥଯାତ୍ରା ସେବା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଶ୍ରୀ ଶ୍ରୀ ରଙ୍କନାଥ ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026

ଆପଣ କେଉଁ ପ୍ରକାର ଜୋତା ପିନ୍ଧୁଛନ୍ତି? ଜୋତାର ଶୈଳୀରୁ ଜଣାପଡ଼ିବ ଆପଣଙ୍କ ସ୍ୱଭାବ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.