Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ
ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ବାଣପୁର: ଭାଜପା ବାଣପୁର ନଗର ମଣ୍ଡଳ ତରଫରୁ ବାଣପୁରସ୍ଥିତ ମା’ ଉତ୍ତରାୟଣୀ ଦେବୀଙ୍କ ପୀଠରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବାଣପୁର ନଗର ମଣ୍ଡଳ ଭାଜପା ପ୍ରଭାରୀ ରାଜକିଶୋର ପଣ୍ଡା, ବିଜ୍ଞାପିତ ଅଂଚଳ ପରିଷଦ ଭାଜପାର ସମସ୍ତ କାଉନ୍ସିଲରଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ ଓ ସ୍ମରଣୀୟ କରିଥିଲେ।

ଏହି ବନ୍ଧୁମିଳନର ସଫଳ ଆୟୋଜନ ପାଇଁ ବାଣପୁର ଏନ୍.ଏ.ସି. ଭାଜପାର ଯୁବ ସଂଗଠକ ତଥା ସମାଜସେବୀ ଦେବୀ ପ୍ରସାଦ ମିଶ୍ରଙ୍କୁ ଏବଂ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତା ଓ ଶୁଭେଚ୍ଛୁମାନଙ୍କୁ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ଧନ୍ୟବାଦ ଦେଇଥିଲେ।

ଉତ୍ତରାୟଣୀ ପୀଠ ବନ୍ଧୁ ମିଳନ କାର୍ଯ୍ୟକ୍ରମ ବାଣପୁର ଭାଜପା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026
Latest News

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026

ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟରେ ବିଶ୍ୱ ସାମୁଦ୍ରିକ ଦିବସ ପାଳିତ

September 25, 2026

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.