Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ
ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

ବାଣପୁର: ଆଜି ଗୋଦାବରୀଶ ମହାବିଦ୍ୟାଳୟର ୬୩ତମ ପ୍ରତିଷ୍ଠାର ଉଦଯାପନ ଦିବସ ଓ଼ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୭୦ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଆଇନ, ପୂର୍ତ୍ତ ଓ଼ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁଖ୍ୟ ଅତିଥି, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ସମ୍ମାନୀୟ ଅତିଥି, ବିଜ୍ଞାପିତ ଅଞ୍ଚଳ ପରିଷଦର ନଗରପାଳ ମିଟୁ ନାୟକ ସମ୍ମାନୀୟ ଅତିଥି, ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ଦୁଷ୍ମନ୍ତ ହରିଚନ୍ଦନ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା ସମ୍ମାନୀୟ ଅତିଥି ରୂପେ ଯୋଗ ଦେଇଥିଲେ। ଅଧ୍ୟକ୍ଷ ଡ଼ଃ ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ସୁବ୍ରତ କୁମାର ତ୍ରିପାଠୀ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରିଥିଲେ।

ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ଓ଼ କ୍ୟାପଟେନ ଡ଼ଃ ଗୁରୁକିଶୋର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସୁଜିତ କୁମାର ପାଣ୍ଡେ, ଅଙ୍କିତା ଜେନା ଓ଼ ପୟୋସମୀ ମିଶ୍ରଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଋତୁସ୍ମିତା ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠାନରେ ୨୦ ବର୍ଷ କାର୍ଯ୍ୟ କରିଥିବା ସପିନ କୁମାର ପୃଷ୍ଟି, ପ୍ରଭାତ କୁମାର ଶାସମଲ, ସୁରେନ୍ଦ୍ର କୁମାର ସାହୁ ଓ଼ ଜ୍ଞାନେନ୍ଦ୍ର ହୋତାଙ୍କୁ ମାନପତ୍ର ଓ଼ ଉତ୍ତରୀୟ ପ୍ରଦାନ କରାଯାଇଥିଲା।ପରିଶେଷରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ପୃଥ୍ବୀରାଜ ହରିଚନ୍ଦନ ପ୍ରତିଷ୍ଠାର ଉଦଯାପନ ଦିବସ ଶ୍ରାଦ୍ଧ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନ

August 18, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ଆଜି ଅଗଷ୍ଟ ୨୦ ତାରିଖ ଗୁରୁବାର ରାଶିଫଳ, କେମିତି କଟିବ ଆଜିର ଦିନ

August 20, 2026

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.