Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର
ଆଞ୍ଚଳିକ

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର
ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

ବାଲୁଗାଁ: ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ, ଗଣତାନ୍ତ୍ରିକ ନିୟମ ଓ ନିର୍ବାଚନ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ନିମିତ୍ତ ବାଲୁଗାଁ ମହାବିଦ୍ୟାଳୟ ନିର୍ବାଚନ ସାକ୍ଷରତା କ୍ଲବ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆଜି ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ସାକ୍ଷରତା କ୍ଲବର ନୋଡାଲ ଅଫିସର ଅଧ୍ୟାପିକା ସୁନିତା ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ସୁବୁଦ୍ଧି, ପ୍ରଶାସନିକ ଅଧିକାରୀ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ଉଦ୍ଭିଦବିଜ୍ଞାନ ମୁଖ୍ୟ ଅଧ୍ୟାପକ ପ୍ରବୀଣ କୁମାର ଜେନା, ଅଧ୍ୟାପିକା ଶୁଭ ଦର୍ଶିନୀ ବିଶ୍ୱାଳ, ଅଧ୍ୟାପକ ଉମାକାନ୍ତ ସାହୁ, ଅଧ୍ୟାପିକା ରୋଜାଲିନ ମିଶ୍ର, ଦୀପକ ପରିଡା, ନିର୍ବାଚନ ସାକ୍ଷରତା କ୍ଲବର ଉଦ୍ଦେଶ୍ୟ, ଭାରତର ନିର୍ବାଚନ କମିଶନଙ୍କ କାର୍ଯ୍ୟ, ଭୋଟର ପଞ୍ଜିକରଣ, ଭୋଟର ସଂଶୋଧନ ପ୍ରକ୍ରିୟା, ନିର୍ବାଚନ, ମତଦାନ ଓ ଗଣନା ପ୍ରକ୍ରିୟାରେ ସହଭାଗୀ ହେବା, ନୈତିକତାର ସହ ମତଦାନ କରିବା ଓ ଗଣତାନ୍ତ୍ରିକ ମୂଲ୍ୟବୋଧ ସୃଷ୍ଟି କରିବା ସହ ଏକ ସ୍ୱଚ୍ଛ ଗଣତାନ୍ତ୍ରିକ ସରକାର ଗଠନ କରିବାରେ ନାଗରିକମାନଙ୍କର କର୍ତ୍ତବ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଉକ୍ତ ଆଲୋଚନାଚକ୍ରରେ ଛାତ୍ରୀ ସୁମିତ୍ରା ବେହେରା, ଶୁଭଶ୍ରୀ ମହାପାତ୍ର, ଅଂଶୁମାନ ବାରିକ, ରୁଦ୍ରକାନ୍ତ ଖାଡ଼ଙ୍ଗା, ତୃପ୍ତିମୟୀ ବେହେରା ପ୍ରମୁଖ ଭାରତର ଗଣତାନ୍ତ୍ରିକ ସରକାର ଗଠନରେ ଛାତ୍ର ଓ ଯୁବଶକ୍ତିର ଭୂମିକା ଓ ଦାୟିତ୍ୱବୋଧ ଶୀର୍ଷକ ଆଲୋଚନାରେ ନିଜ ନିଜର ଅଭିମତ ପ୍ରଦାନ କରିଥିଲେ। ଆସନ୍ତା ସପ୍ତାହରେ ଏ ସମ୍ପର୍କରେ ଅନୁଷ୍ଠିତ ହେବାକୁ ଥିବା କୁଇଜ, ତର୍କ, ପ୍ରବନ୍ଧ ଓ ପୋଷ୍ଟର ପ୍ରତିଯୋଗିତାରେ ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିବାକୁ ଅଧ୍ୟକ୍ଷ ଆହ୍ୱାନ ଦେଇଥିଲେ। ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳ।

ଆଲୋଚନା ଚକ୍ର ଗଣତାନ୍ତ୍ରିକ ନିୟମ ଗଣତାନ୍ତ୍ରିକ ମୂଲ୍ୟବୋଧ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି ନିର୍ବାଚନ ପ୍ରକ୍ରିୟା ନିର୍ବାଚନ ସାକ୍ଷରତା କ୍ଲବ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.