Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଞ୍ଚଳିକ

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ଼କୂଳ ମଣ୍ଡଳ ଭାଜପା 'କାର୍ଯ୍ୟକର୍ତ୍ତା ସମାବେଶ': ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ବଡ଼କୂଳ ମଣ୍ଡଳ ଭାଜପା 'କାର୍ଯ୍ୟକର୍ତ୍ତା ସମାବେଶ': ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

ଚ଼ିଲିକା: ଆଜି ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼କୂଳ ପାନ୍ଥନିବାସ ଠାରେ ଆୟୋଜିତ ବଡ଼କୂଳର ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’ ରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଉପସ୍ଥିତ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାଙ୍କ ସହିତ ସାଂଗଠନିକ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିଛନ୍ତି।

ସଂଗଠନକୁ ଅଧିକ ସୁଦୃଢ଼ କରି ଭାରତୀୟ ଜନତା ପାର୍ଟିକୁ ଆହୁରି ଶକ୍ତିଶାଳୀ ଭାବେ ଆଗେଇ ନେବା ଆମ ସମସ୍ତଙ୍କର ପ୍ରମୁଖ କର୍ତ୍ତବ୍ୟ। ଏଥିସହ ସରକାରଙ୍କ ବିକାଶମୂଳକ ଓ ଜନକଲ୍ୟାଣକାରୀ ଯୋଜନାର ସୁଫଳ ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବା ଆମର ମୁଖ୍ୟ ଦାୟିତ୍ୱ।ଭାରତୀୟ ଜନତା ପାର୍ଟିର ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଏହି ବିରାଟ ଲକ୍ଷ୍ୟକୁ ସାକାର ରୂପ ଦେବା ଏବଂ ଏକ ସମୃଦ୍ଧ, ବିକଶିତ ଭାରତ ଗଠନ ପାଇଁ ଆଗେଇ ଆସିବା ନିମନ୍ତେ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ଵାନ ଦେଇଛନ୍ତି।

ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଚ଼ିଲିକା ବ୍ଲକ ସାଂସଦ ପ୍ରତିନିଧି ଦୀନବନ୍ଧୁ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦିଲ୍ଲୀପ ମହାନ୍ତି, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ପ୍ରଶାନ୍ତ ପ୍ରଧାନଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ, ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

BadakulMandal BJP BJP4Odisha chilika KaryakartaSammelan ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ଭାରତୀୟ ଜନତା ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.