Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର
ଆଞ୍ଚଳିକ

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର
ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ବାଣପୁରର ଦିବ୍ୟଜ୍ୟୋତି ଭବନଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମକୁମାରୀ ସୁଜାତା ମୁଖ୍ୟ ସଞ୍ଚାଳିକା ଭାବେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଏହି ରକ୍ତଦାନ ଶିବିରରେ ଯୁବ ସମାଜସେବୀ ତଥା ବାଣପୁର ବିଜେପି ଯୁବ ସଂଗଠକ ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବାଣପୁର ବ୍ଲକ ବିରଜା ମଣ୍ଡଳ ସଭାପତି ଜିତେନ୍ଦ୍ର କୁମାର ଭୋଳ ଏବଂ ଡାକ୍ତର କୃତାର୍ଥ କିଶୋର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ପ୍ରତିକୂଳ ପାଗ ସତ୍ତ୍ୱେ ରକ୍ତଦାତାମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା। ଶିବିରରେ ସମୁଦାୟ ୧୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଶ୍ରୀ ଭୋଳ ନିଜେ ରକ୍ତଦାନ କରିବା ସହ ଅନ୍ୟମାନଙ୍କୁ ମଧ୍ୟ ରକ୍ତଦାନ ପାଇଁ ଉତ୍ସାହିତ କରିଥିଲେ। ଖୋର୍ଦ୍ଧା ଜିଲ୍ଲା ରକ୍ତଭଣ୍ଡାରର ଡାକ୍ତର ସୌରଭ ସୁନ୍ଦର ରାୟ, ଅରୁଣ କୁମାର ସାହୁ, ଅନିରୁଦ୍ଧ ସ୍ୱାଇଁ ଓ ଲକ୍ଷ୍ମୀପ୍ରିୟା ପ୍ରଧାନଙ୍କ ସହଯୋଗରେ ରକ୍ତ ସଂଗ୍ରହ କରାଯାଇଥିଲା।

ଏହି ଶିବିରରେ ସଂଗ୍ରାମ ଦାସ, ମାମଲି ବାରିକ, କାର୍ତ୍ତିକେଶ୍ୱର ସ୍ୱାଇଁ, ରଶ୍ମିତା ଦାସ, କଳ୍ପନା ଦାସ, ଲିଙ୍ଗରାଜ ମହାରଣା, ମମତା ଆଚାର୍ଯ୍ୟ, ସସ୍ମିତା, ଚିତ୍ତରଞ୍ଜନ ପାଇକରାୟ, ଅନିଲ କୁମାର ସୁବୁଦ୍ଧି, ଗିରିଜା ଶଙ୍କର ସେନାପତି, ସଞ୍ଜୀବ କୁମାର ନାୟକ, ମମତା ମହାନ୍ତି, ନିରଞ୍ଜନ ମୁଦୁଲି, ସୁଧାଂଶୁ ଶେଖର ପ୍ରଧାନ, ଉମାଶଙ୍କର ସାମନ୍ତରାୟ, ସୌରଭ ମହାନ୍ତି ଓ ଜିତେନ୍ଦ୍ର କୁମାର ଭୋଳ ପ୍ରମୁଖ ରକ୍ତଦାନ କରିଥିଲେ।

ରକ୍ତଦାନ ଭଳି ମହତ୍ କାର୍ଯ୍ୟ ମାଧ୍ୟମରେ ସମାଜରେ ମାନବିକତା ଓ ସେବାର ବାର୍ତ୍ତା ପହଞ୍ଚାଇବା ପାଇଁ ଦେବୀ ପ୍ରସାଦ ମିଶ୍ର ଯୁବ ସମାଜକୁ ଆହ୍ୱାନ ଦେଇଥିଲେ।

ଦିବ୍ୟଜ୍ୟୋତି ଭବନ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ବାଣପୁର ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

MLC ଫଳାଫଳ: ୧୩ ଟି ଆସନ ଜିତିବା ସତ୍ତ୍ୱେ ଖୁସି ନାହିଁ ବିଜେପି

October 29, 2026

ଅକଲ୍ୟାଣ୍ଡ ଟି-୨୦: ବୈଭବ ବନାମ ଇଶାନ, ପ୍ଲେଇଂ-୧୧ ରୁ କାହାର କଟିବ ପତ୍ତା?

October 29, 2026

ଭିଜିଲାନ୍ସ ଜାଲରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

October 29, 2026

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଜଳବନ୍ଦୀଙ୍କୁ ଏୟାରଲିଫ୍ଟ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋରଦାର

October 29, 2026

୧୫ ବର୍ଷ ବୟସରେ WPL କଣ୍ଟ୍ରାକ୍ଟ ପାଇଲେ ଉମା କାଶ୍ୱୀ: ବୈଭବ ସୂର୍ଯ୍ୟବଂଶୀ ଭଳି ରଚିଲେ ଇତିହାସ

October 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.