Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ
ଆଞ୍ଚଳିକ

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ
ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

ବାଣପୁର: ବାଣପୁର ଭଗବତୀ ବିହାରସ୍ଥିତ ସରସ୍ବତୀ ଶିଶୁମନ୍ଦିର ଠାରେ କ୍ରୀଡା ଭାରତୀ ବାଣପୁର ଶାଖା ପକ୍ଷରୁ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଭାଗ ନିରୀକ୍ଷକ ପ୍ରଶାନ୍ତ ପ୍ରଧାନ ଓ ବକ୍ତା ଭାବେ ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ ଯୋଗଦେଇ ଦୈନ୍ୟଦିନ କ୍ରୀଡାର ଆବଶ୍ୟକତା ଉପରେ ଆଲୋକପାତ କରି କହିଥିଲେ ଯେ, “ଯେପରି ଧ୍ୟାନ ଚାନ୍ଦ ତାଙ୍କ ଜୀବନରେ ଦୃଢ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ବଳରେ ହକିର ଯାଦୁଗର ହୋଇପାରିଥିଲେ, ତେଣୁ କରି ଆମେ ସମସ୍ତେ ସୁସ୍ଥ ଭାରତ ଓ ସମର୍ଥ ଭାରତକୁ ଆଗେଇ ନେବା।”

ସର୍ବଶେଷରେ ଏକ ମୌଖିକ କ୍ରୀଡା ଜ୍ଞାନପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଜୟୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଧାନ ଗୁରୁଜୀ ଅବିନାଶ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସହ ପ୍ରଧାନ ଗୁରୁଜୀ ବିକାଶ ମିଶ୍ର ଓ କ୍ରୀଡା ଶିକ୍ଷକ କଳ୍ପ ଭଉଣୀ ପରିଚାଳନା କରିଥିଲେ।

ବାଣପୁର ବୈରାଗୀ ଚରଣ ବଳ ଭଗବତୀ ବିହାର ସରସ୍ବତୀ ଶିଶୁମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026
Latest News

ରାଶିଫଳ: ଆଜି ସେପ୍ଟେମ୍ବର ୫ ତାରିଖରେ ସାତୋଟି ରାଶିର ଲୋକେ ହେବେ ମାଲେମାଲ

September 5, 2026

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.