Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ
ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

ଚ଼ିଲିକା: ଆଜି ଚ଼ିଲିକା ପଞ୍ଚାୟତ ସମିତିର ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସପ୍ତମ ସାଧାରଣ ବୈଠକରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଜଳ ଯୋଗାଣ ଓ ପରିମଳ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ମତ୍ସ୍ୟ ଚାଷ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ଉଠା ଜଳସେଚନ, ବିଦ୍ୟୁତ୍ ବିଭାଗ, ମିଶନ ଶକ୍ତି ବିଭାଗ, କ୍ଷୁଦ୍ର ଜଳସେଚନ, ଭି.ବି.-ଜି ରାମ୍-ଜି, ଯୋଗାଣ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ଜଙ୍ଗଲ ବିଭାଗ, ପ୍ରାଣୀ ଚିକିତ୍ସା ବିଭାଗ ଓ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି।

ଉକ୍ତ ବୈଠକରେ ବିଭିନ୍ନ ପଞ୍ଚାୟତରେ ଚାଲୁଥିବା ଉନ୍ନୟନ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ, ସ୍ୱଚ୍ଛତା ଓ ଗୁଣାତ୍ମକ ମାନଦଣ୍ଡ ବଜାୟ ରଖି ସମ୍ପନ୍ନ କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ବ୍ଲକ ଅଧ୍ୟକ୍ଷା ,ଉପାଧ୍ୟକ୍ଷ, ବିଡ଼ିଓ, ତହସିଲଦାର,ସରପଞ୍ଚ,ସମିତି ସଭ୍ୟ/ସଭ୍ୟା, ଜିଲ୍ଲା ପରିଷଦ ସଭ୍ୟାଙ୍କ ସମେତ ବ୍ଲକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026
Latest News

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ଆଇପିଏଲ-୨୦୨୭ ନିଲାମ ପୂର୍ବରୁ ମୁକ୍ତି ହେବେ ୧୧ ବଡ଼ ବ୍ୟାଟସମ୍ୟାନ୍!: ଦେଖନ୍ତୁ ତାଲିକା

September 18, 2026

କଟକ ଶାରଦୀୟ ଦୁର୍ଗାପୂଜା: ଆଜିଠୁ କାର୍ଯ୍ୟକ୍ଷମ ହେଲା ସିଙ୍ଗଲ୍ ୱିଣ୍ଡୋ

September 18, 2026

ଉତ୍କଳ ବିଶ୍ୱବିଦ୍ୟାଳୟ +୩ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ

September 18, 2026

ଓଡ଼ିଶାସ୍କିଲ୍ସ ୨୦୨୬–୨୭: ପଞ୍ଜୀକରଣର ଶେଷ ତାରିଖ ସେପ୍ଟେମ୍ବର ୨୨

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.