Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ
ଆଞ୍ଚଳିକ

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ
ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ସାତସମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ରିତାଞ୍ଜଳୀ ଶତପଥୀଙ୍କ ସଭାପତିତ୍ୱରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ସ୍ୱଚ୍ଛତା ପକ୍ଷ ଅବସରରରେ ସମାଜସେବୀ ଦୀପକ ବିଶ୍ୱାଳ ମୁଖ୍ୟତିଥି, ସିଦ୍ଧେଶ୍ୱର ବାବା ଉଚ୍ଚ ବିଦ୍ୟାଳୟ, ବ୍ରାହ୍ମଣୀପାଲିର ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ମୁଖ୍ୟଵକ୍ତା ଭାବରେ ଯୋଗ ଦେଇ ସ୍ୱଚ୍ଛତା ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସୁନୀଲ ଦେହୁରୀ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ତାଣ୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ।

ସ୍ୱଚ୍ଛ ଭାରତ ଉପରେ ନୃତ୍ୟ ପରିବେଷଣ କରିଥିଲେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱଚ୍ଛ ଭାରତ ଉପରେ ନୃତ୍ୟ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସଭ୍ୟ, ସଭ୍ୟା ଓ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।

ରେଢ଼ାଖୋଲ ବ୍ଲକ ସମ୍ବଲପୁର ଜିଲ୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସ୍ୱଚ୍ଛତା ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.