Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଗୋଦାବରୀଶ ମହାବିଦ୍ୟାଳୟର ରୋଭର ରେଞ୍ଜର ଛାତ୍ର ଛାତ୍ରୀଙ୍କଦ୍ୱାରା ଗାନ୍ଧୀ ଜୟନ୍ତୀ ପାଳନ କରଯାଇଛି। ଏହି ଉପଲକ୍ଷେ ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା ଓ଼ ରେଞ୍ଜର ଲିଡର ଶ୍ରୀମତୀ ଉତ୍କଳିକା ପାଢୀଙ୍କ ନେତୃତ୍ୱରେ ପ୍ରାୟ ୪୦ ଜଣ ରୋଭର ରେଞ୍ଜର ଉପସ୍ଥିତ ରହି ମହାବିଦ୍ୟାଳୟ ଫାଟକଠାରୁ ସ୍ଲୋଗାନ ଦେଇ ପଦଯାତ୍ରା କରି ଅଚ୍ୟୁତରାଜପୁର ଗ୍ରାମ ଓ଼ କୁମାରାଙ୍ଗ ଛକ ଦେଇ ଫେରିବାପରେ ମହାବିଦ୍ୟାଳୟ ପରିସର ଭିତରେ ସ୍ୱଚ୍ଛତା କାର୍ଯ୍ୟକ୍ରମ କରିବା ପରେ ସର୍ବଧର୍ମ ପ୍ରାର୍ଥନା କରିଥିଲେ।

ଏହି ଅବସରରେ ଶ୍ରୀଯୁକ୍ତ ବେଦମତ୍ତା ଗାନ୍ଧୀଙ୍କ ଭାବନାରେ ଉଦବୃତ୍ତ ହୋଇ ସାଧାସିଧା ଜୀବନ,ଉଚ୍ଚ ବିଚାର ଓ଼ ଦେଶସେବାରେ ନିୟୋଜିତ ହେବାପାଇଁ ଉପଦେଶ ଦେଇଥିଲେ। ଶ୍ରୀମତୀ ପାଢ଼ୀ ଗାନ୍ଧୀଙ୍କ ସ୍ୱାଧୀନତା ଆନ୍ଦୋଳନ ସମ୍ପର୍କରେ ମତ ବ୍ୟକ୍ତକରି ଧନ୍ୟବାଦ ଅର୍ପଣ କରିଥିଲେ।

ଗାନ୍ଧୀ ଜୟନ୍ତୀ ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ରକ୍ତଦାନ ଶିବିର

October 2, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2026

ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ରକ୍ତଦାନ ଶିବିର

October 2, 2026

ଏସୀୟ କ୍ରୀଡ଼ା ଫାଇନାଲ୍: ମାଗଣାରେ କିପରି ଦେଖିବେ ଭାରତ-ପାକିସ୍ତାନ ମ୍ୟାଚ?, ଜାଣନ୍ତୁ

October 2, 2026

ଫୋନ୍ ଯୋଗେ ପାଇଲଟ୍ ସ୍ମିତଙ୍କ ବାହାଦୂରୀକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

October 2, 2026

୨୯ ଟି ଜରୁରୀ ଗ୍ରାମୀଣ ରାସ୍ତା ଓ ପୋଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ସାଂସଦଙ୍କ ଚିଠି

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.