Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ପାଠଚକ୍ର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ପାଠଚକ୍ର ଅନୁଷ୍ଠିତ

November 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବୁରୋ

ବାଣପୁର-ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ଓ ସାହିତ୍ୟ ପକ୍ଷରୁ ‘ଚିଲିକା – ଏକ ଦୃଷ୍ଟିପାତ’ ପ୍ରସଙ୍ଗ ଭିତ୍ତିକ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏହି ପାଠଚକ୍ର ଓଡ଼ିଆ ବିଭାଗୀୟ ମୁଖ୍ୟ ପାର୍ଥସାରଥୀ  ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ପାଠଚକ୍ରରେ ଯୁକ୍ତ ତିନିର ପ୍ରଥମ, ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଏହାକୁ ଉପସ୍ଥାପନା କରିଥିଲେ ତୃତୀୟ ବର୍ଷର ଛାତ୍ରୀ ଝୁମାରାଣୀ ପାତ୍ର। ରାଧାନାଥଙ୍କ ଚିଲିକା କାବ୍ୟ ସମ୍ପର୍କରେ ଅଧ୍ୟାପକ ଚିତ୍ତରଞ୍ଜନ ବେହେରା, ତୃପ୍ତିରାଣୀ ସ୍ବାଇଁ ଓ ଯଯାତି କେଶରୀ ବଡ଼ଜେନା  ସମ୍ୟକ୍‌ ସୂଚନା ପ୍ରଦାନ କରିଥିଲେ। ବିଭାଗୀୟ ମୁଖ୍ୟ ପାର୍ଥସାରଥୀ  ସାମନ୍ତରାୟ ରଧାନାଥ ଓ ଚିଲିକା କାବ୍ୟର ସୌନ୍ଦର୍ଯ୍ୟ ତାତ୍ତ୍ବିକ ତଥ୍ୟ ପ୍ରଦାନ କରିଥିଲେ। ଶେଷେର ତୃତୀୟ ବର୍ଷର ଛାତ୍ରୀ ଶୋଭାରାଣୀ ମୁଦୁଲି ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍‌, ଦୁଇ ଭାଇଙ୍କ ମୃତ୍ୟୁ

June 23, 2026

କଟକ ତ୍ରିଶୂଳିଆ ବ୍ରିଜରେ ଭୟାବହ ସଡ଼କ ଦୁର୍ଘଟଣା: କାର ଚାଳକଙ୍କ ମୃତ୍ୟୁ, ହାଇୱା ଚାଳକ ଫେରାର

June 23, 2026

ଡିଭିଏଫ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେସନରେ ବିପୁଳ ମାଓ ସାମଗ୍ରୀ ଜବତ

June 23, 2026

ଗେମିଂ ଜୋନ୍: ମନୋରଞ୍ଜନର କେନ୍ଦ୍ର ନା ଅଗ୍ନିର ଫାନ୍ଦ?

June 23, 2026

ହର୍ମୁଜ୍‌ ପ୍ରଣାଳୀ ପାର୍‌ ହେଲା ୪ଟି ସାର ବୋଝେଇ ଜାହାଜ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.