Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହଙ୍ଗା ପଡିଲା ଛାତ୍ରୀଙ୍କୁ ଅସଦାଚରଣ : ଏଚ୍‌ଓଡି ଗିରଫ
ଆଞ୍ଚଳିକ

ମହଙ୍ଗା ପଡିଲା ଛାତ୍ରୀଙ୍କୁ ଅସଦାଚରଣ : ଏଚ୍‌ଓଡି ଗିରଫ

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଛାତ୍ରୀଙ୍କୁ ଅସଦାଚରଣ କରିବା ମହଙ୍ଗା ପଡ଼ିଲା । ଅସଦାଚରଣ ଅଭିଯୋଗରେ ବାରିପଦାସ୍ଥିତ ଏମ୍‌ପିସି ସ୍ୱୟଂଶାସିତ କଲେଜର ଇଂରାଜୀ ବିଭାଗ ମୁଖ୍ୟ ବିଦ୍ୟାଧର ଅଣ୍ଡିଆ ଗିରଫ ହୋଇଛନ୍ତି । କଲେଜ କର୍ତ୍ତୃପକ୍ଷ ଏ ଦିଗରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ବେଳେ ଛାତ୍ର ଉତ୍ତେଜନା ଲାଗି ରହିଥିଲା । କଲେଜ କର୍ତ୍ତୃପକ୍ଷ ଅଧ୍ୟାପକଙ୍କୁ ଛୁଟିରେ ଯିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସେ କଲେଜ ପରିସରରେ ଲୁଚି ରହିଥିଲେ । ଏହା ଜାଣି ଛାତ୍ରମାନେ ତାଙ୍କୁ କାବୁ କରି ପୁଲିସ୍‌ ଜିମା ଦେଇଥିଲେ । ପୁଲିସ୍‌ ଅଧ୍ୟାପକଙ୍କୁ ଗିରଫ କରି ପଚରାଉଚରା କରୁଛି ।

arrest rape
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

ଶ୍ରୀଲଙ୍କା ସିରିଜ୍ ଶେଷ ସୁଯୋଗ!: ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଲେ ଗୌତମ ଗମ୍ଭୀର

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026

ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.