Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ତରଫରୁ ବାଣପୁର ବିରଜାଇ ମଣ୍ଡଳର ସାଙ୍ଗଠନିକ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବିଜେପି ତରଫରୁ ବାଣପୁର ବିରଜାଇ ମଣ୍ଡଳର ସାଙ୍ଗଠନିକ କାର୍ଯ୍ୟକ୍ରମ ଅନୁଷ୍ଠିତ

November 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର, ୨୨.୧୧, ସମୀକ୍ଷାବ୍ୟୁରୋ : ବାଣପୁର ମା’ ଉତ୍ତରାୟଣି ମନ୍ଦିରଠାରେ ବିଜେପି ତରଫରୁ ଏକ ସାଙ୍ଗଠନିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିରଜାଇ ମଣ୍ଡଳର ସଭାପତି ରୂପେ ଭେଟେଟଶ୍ବର ପଞ୍ଚାୟତର ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କୁ ସର୍ବସମ୍ମତି କ୍ରମେ ଚୟନ କରାଯାଇଥିଲା। ମଣ୍ଡଳ ସଭାପତି ନିର୍ବାଚନରେ ନିରୀକ୍ଷକ ଭାବେ ନିରଞ୍ଜନ ମିଶ୍ର ଦାୟିତ୍ବ ତୁଲାଇଥିଲେ। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦ୍ର ରଣସିଂହ,  ଭେଟେଶ୍ବର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର ସାମନ୍ତରାୟ, ବିରଜାଇ ମଣ୍ଡଳର ପୂର୍ବତନ ସଭାପତି ଦେବଦତ୍ତ ବଡଜେନା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ। ବିରିଜାଇ ମଣ୍ଡଳର ପାଞ୍ଚୋଟି ପଞ୍ଚାୟତ ଯଥାକ୍ରମେ – ଭେଟେଶ୍ବର, ନିଳାଦ୍ରି ପ୍ରସାଦ, ଦାମିଆ ବରବରା, ତୁମ୍ବୁରାପୁଟ, ଭାବନୀପୁରର ବୁଥ୍‌ କମିଟିର ପାଖାପାଖି ୩୦୦ରୁ ଉର୍ଦ୍ଧ୍ବ ସଦସ୍ୟମାନେ ଏହି କାର୍ଯ୍ୟକ୍ରମର ଉପସ୍ଥିତ ରହିଥିଲେ।

 

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.