Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହାଓ୍ୱଡା-ପୁରୀ ଏକ୍ସପ୍ରେସ୍ ଧକ୍କାରେ ମା ଝିଅ ମୃତ
ଆଞ୍ଚଳିକ

ହାଓ୍ୱଡା-ପୁରୀ ଏକ୍ସପ୍ରେସ୍ ଧକ୍କାରେ ମା ଝିଅ ମୃତ

November 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ,23/11 ଯାଜପୁର- କେନ୍ଦୁଝର ରୋଡର ଅହମ୍ମଦନଗରଠାରେ ଟ୍ରେନ୍‌ ଧକ୍କାରେ ମା’ଝିଅଙ୍କ ମୃତ୍ୟୁ ଘଟିଛି । ଟ୍ରେନ୍ ଲାଇନ୍ ପାର୍ ହେଉଥିବା ବେଳେ ଦୁହିଁଙ୍କୁ ହାଓ୍ୱଡା-ପୁରୀ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଥିଲା । ମୃତକଦ୍ୱୟଙ୍କ ଘର ବ୍ୟାସନଗର ପୌରାଞ୍ଚଳ ସ୍ଥିତ ଚାନ୍ଦମା ଗ୍ରାମରେ ବୋଲି ଜଣାପଡିଛି । ମୃତକ ଦ୍ବୟ ହେଉଛନ୍ତି କାଠି ରାଣା ଓ ତାଙ୍କ ଝିଅ ଗୁରୁବାରି ରାଣା । ଜିଆରପି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

2died train
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.