Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୁର୍ଘଟଣାରେ ପ୍ରାଣ ହରାଇଲେ ଦୁଇ ବାଇକ୍‌ ଆରୋହୀ
ଆଞ୍ଚଳିକ

ଦୁର୍ଘଟଣାରେ ପ୍ରାଣ ହରାଇଲେ ଦୁଇ ବାଇକ୍‌ ଆରୋହୀ

November 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ,26/11 : ଭଦ୍ରକର ଚାନ୍ଦବାଲିରେ ଏକ ଦୁର୍ଘଟଣାରେ ଦୁଇ ବାଇକ୍‌ ଆରୋହୀ ପ୍ରାଣ ହରାଇଛନ୍ତି । ଭଦ୍ରକ ଜିଲ୍ଲା ବାଂଶଡା ଥାନା ଅନ୍ତର୍ଗତ ନୂଆଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ଦ୍ବୟ ହେଉଛନ୍ତି ନଳଗୋହିରା ଗ୍ରାମର ଅଶୋକ ଦାସ ଓ ବଳରାମ ନାୟକ । ଦୁଇ ଜଣଙ୍କ ବ୍ୟତିତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ତିନିଜଣ ଏକ ବାଇକ୍‌ରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା । ବଳରାମ ଓ ଆନନ୍ଦଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ବଳାରାମଙ୍କ ମୃତ୍ୟୁ ଘଟିଛି ।

3died accident balasore
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.