Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଶଳ ସମନ୍ୱୟ ସମିତି ପକ୍ଷରୁ ୧୨ଘଣ୍ଟିଆ କଣ୍ଟାମାଳ ବନ୍ଦ
ଆଞ୍ଚଳିକ

କୋଶଳ ସମନ୍ୱୟ ସମିତି ପକ୍ଷରୁ ୧୨ଘଣ୍ଟିଆ କଣ୍ଟାମାଳ ବନ୍ଦ

November 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଣ୍ଟାମାଳ, ୨୯/୧୧:  ଆଜି ବୌଦ୍ଧ ଜିଲ୍ଲା କୋଶଳ ସମନ୍ୱୟ ସମିତି ପକ୍ଷରୁ ୩ ଦଫା ଦାବୀରେ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ପାଳନ କରାଯାଉଛି । ୩ଦଫା ଦାବୀ ଗୁଡ଼ିକ ହେଲା କଣ୍ଟାମାଳକୁ ଉପଖଣ୍ଡ ମାନ୍ୟତା ପ୍ରଦାନ, ତରଭା ତେଲନଦୀ ସେତୁ ତୁରନ୍ତ କାର୍ଯ୍ୟକ୍ଷମ ଦାବୀ ଓ ସହରର ଖଳିଆପାଳଠାରେ ବେଆଇନ ଜବରଦଖଲ ଉଚ୍ଛେଦ ଦାବୀରେ ଏହି ବନ୍ଦ ଡାକରା ଦେଇଛି କୋଶଳ ସମନ୍ୱୟ ସମିତି । ଏହି ୧୨ଘଣ୍ଟିଆ ବନ୍ଦ ପାଳନ ପ୍ରଭାବରେ ସହରର ସମସ୍ତ ଦୋକାନବଜାର ଓ କାର୍ଯ୍ୟାଳୟ ବନ୍ଦ ରହିଛି । ସହରରେ ଗାଡ଼ି ଚଳାଚଳ ମଧ୍ୟ ଠପ୍ ହୋଇଯାଇଛି । କୋଶଳ ସମନ୍ୱୟ ସମିତି ପକ୍ଷରୁ ବୌଦ୍ଧ- କଣ୍ଟାମାଳ-ମନମୁଣ୍ଡା ଏନଏଚ-୫୭ରେ ପିକେଟିଂ କରି ସଦସ୍ୟମାନେ ରାସ୍ତା ଅବରୋଧ କରିଛନ୍ତି । ଫଳରେ କଣ୍ଟାମାଳରୁ  ବୈାଦ୍ଧ , ସୋନପୁର ଓ ବାଲିଗୁଡ଼ାକୁ ଯାତାୟତ ବାଧାପ୍ରାପ୍ତ ହୋଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026

ପ୍ରତିଶ୍ରୁତି ଦେଇ ପ୍ରତାରଣା ବିରୁଦ୍ଧରେ ରାଜଧାନୀର ରାଜରାସ୍ତାରେ ବିଶାଳ ଶିକ୍ଷକ ସମାବେଶ

July 15, 2026

କେଜିରୁ ପିଜି ମାଗଣା ଶିକ୍ଷା ପାଇଁ SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.