Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ବସ୍ ଷ୍ଟାଣ୍ଡରେ ଅଜଣା ବ୍ୟକ୍ତିର ମୃତଦେହ, ପୋଲିସର ଛାନଭିନ୍ ଆରମ୍ଭ
ଆଞ୍ଚଳିକ

ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ବସ୍ ଷ୍ଟାଣ୍ଡରେ ଅଜଣା ବ୍ୟକ୍ତିର ମୃତଦେହ, ପୋଲିସର ଛାନଭିନ୍ ଆରମ୍ଭ

November 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର-29/11: ରାଜଧାନୀର ମାଷ୍ଟର କ୍ୟାଣ୍ଟିନ୍ ବସ ଷ୍ଟାଣ୍ଡରେ ଏକ ଅଚିହ୍ନା ବ୍ୟକ୍ତିର ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଜଣା ପଡିନଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଜନଗହଳିପୂର୍ଣ୍ଣ ବସଷ୍ଟାଣ୍ଡରେ ଏପରି ଦୁର୍ଘଟଣା କିପରି ଘଟିଲା ତାହା ସନ୍ଦେହ ସୃଷ୍ଟି କରିଛି। ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସେହି ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

 

ବସଷ୍ଟାଣ୍ଡ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.