Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହିଞ୍ଜିଳିକାଟୁ ମାଣିକ ନଗରଠାରେ ମହିଳାଙ୍କ ବେକରୁ ଦୁର୍ବୁର୍ତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌
ଆଞ୍ଚଳିକ

ହିଞ୍ଜିଳିକାଟୁ ମାଣିକ ନଗରଠାରେ ମହିଳାଙ୍କ ବେକରୁ ଦୁର୍ବୁର୍ତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

December 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ହିଞ୍ଜିଳିକାଟୁ, ୧/୧୨: ଗଞ୍ଜାମ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ଚେନ୍‌ ଚୋରି ହୋଇଛି। ହିଞ୍ଜିଳିକାଟୁର ମାଣିକ ନଗରଠାରେ ବାଇକ୍‌ରେ ଆସି ୨ ଦୁର୍ବୃତ୍ତ ପ୍ରାୟ ୪ ଭରି ଓଜନର ୨ଟି ସୁନା ଚେନ୍‌ ଝାମ୍ପି ନେଇଛନ୍ତି। ଏନେଇ ହିଞ୍ଜିଳି ଥାନାରେ ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ, ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମର ସସ୍ମିତା ସୁବୁଦ୍ଧିଙ୍କ ବେକରୁ ଚେନ୍‌ ଚୋରି ହେବାର ଅଭିଯୋଗ ହୋଇଛି । ସ୍ବାମୀ ବାଲାଜୀ ସୁବୁଦ୍ଧିଙ୍କ ସହିତ ଏକ ବାହାଘର ଭୋଜିରେ ଯୋଗଦେବାକୁ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। ପଦ୍ମାବତୀ ନଗରର ଜଣେ ସମ୍ପର୍କୀୟଙ୍କ ଘରକୁ ଉଭୟ ଚାଲି ଚାଲି ଯାଉଥିଲେ।ମାଣିକ ନଗର ୫ମ ଲାଇନ୍‌ ନିକଟରେ ୨ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ସସ୍ମିତାଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ଆଖି ପିଛୁଲାକେ ଚମ୍ପଟ ମାରିଥିଲେ। ଏନେଇ ସସ୍ମିତା ହିଞ୍ଜିଳି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ରିପୋର୍ଟର :କୃଷ୍ଣଚନ୍ଦ୍ର ସୁଆଁସିଆ, ମୋ : ୭୭୮୭୯୭୩୫୬୭

Share. Facebook Twitter LinkedIn Email WhatsApp Copy Link

Related Posts

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026
Latest News

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.