Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହାଇଦ୍ରାବାଦ ଗଣଦୁଷ୍କର୍ମ ପୀଡିତାଙ୍କ ଉଦ୍ଦେଶ୍ୟରେ ଏବିଭିପି ବ୍ରହ୍ମପୁର ଶାଖାର କ୍ୟାଣ୍ଡେଲ ଶୋଭାଯାତ୍ରା
ଆଞ୍ଚଳିକ

ହାଇଦ୍ରାବାଦ ଗଣଦୁଷ୍କର୍ମ ପୀଡିତାଙ୍କ ଉଦ୍ଦେଶ୍ୟରେ ଏବିଭିପି ବ୍ରହ୍ମପୁର ଶାଖାର କ୍ୟାଣ୍ଡେଲ ଶୋଭାଯାତ୍ରା

December 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର,୧/୧୨: ହାଇଦ୍ରାବାଦରେ କାର୍ଯ୍ୟରତ ମହିଳା ଡାକ୍ତର ଗଣଦୁଷ୍କର୍ମ ଏବଂ ହତ୍ୟା ବିରୋଧରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି। ମୃତ ଡାକ୍ତର ପ୍ରିୟଙ୍କା ରେଡ୍ଡୀଙ୍କ ଉଦ୍ଦେଶ୍ୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବ୍ରହ୍ମପୁର ଶାଖା ପକ୍ଷରୁ ଏହି ଶୋଭାଯାତ୍ରା କରାଯାଇଛି। ଏପରି ପାଶବିକ ଘଟଣାର ନିନ୍ଦା କରାଯିବା ସହିତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଏହି ବର୍ବର ଘଟଣାର ଅଭିଯୁକ୍ତକୁ ଫାଶି ଦିଆଯାଉ ବୋଲି ଛାତ୍ରୀ ସ୍ମୃତି ସୁଦ୍ଧା ସାହୁ କହିଛନ୍ତି। ଏହି ଶୋଭାଯାତ୍ରାରେ ରାଜ୍ୟ ସମ୍ପାଦକ ଶଶିକାନ୍ତ ମିଶ୍ର, ଲକ୍ଷ୍ମୀ ପ୍ରିୟା ବେହେରା, ବିଭୁପ୍ରିୟ ସାହୁ, ସସ୍ମିତା ବେହେରା, ଆଶୁତୋଷ ସାହୁ, ନିରାକାର, ପ୍ରିୟରଞ୍ଜନ ମଲ୍ଲିକ, ଚିନ୍ମୟାନନ୍ଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ରିପୋର୍ଟର :କୃଷ୍ଣଚନ୍ଦ୍ର ସୁଆଁସିଆ, ମୋବାଇଲ : ୭୭୮୭୯୭୩୫୬୭

abvp brahmapur hyderabad vetrape
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଭାରତୀୟ କ୍ରିକେଟରଙ୍କ ଫିଟନେସ୍ ଟେଷ୍ଟ ଆରମ୍ଭ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026

ପୁଡୁଚେରୀର ଉନ୍ନତ ସ୍ୱାସ୍ଥ୍ୟସେବାରେ ଡିଜିଟାଲ୍ ଉଦ୍ଭାବନ ସମ୍ପର୍କରେ ଜାଣିଲେ ଓଡିଶା ଗଣମାଧ୍ୟମ ପ୍ରତିନିଧି

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.