Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅରାଙ୍ଗ ନାରାୟଣୀ ବିଦ୍ୟାପୀଠ ପରିସରରେ ‘ବିଶ୍ବ ଏଡସ୍‌ ଦିବସ’ ପାଳିତ
ଆଞ୍ଚଳିକ

ଅରାଙ୍ଗ ନାରାୟଣୀ ବିଦ୍ୟାପୀଠ ପରିସରରେ ‘ବିଶ୍ବ ଏଡସ୍‌ ଦିବସ’ ପାଳିତ

December 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ୧/୧୨: ଡିସେମ୍ବର ୧ ତାରିଖ ବିଶ୍ବ ଏଡସ୍‌ ଦିବସ ଅବସରରେ ନାରାୟଣୀ ବିଦ୍ୟାପୀଠ, ଅରାଙ୍ଗ ବିଦ୍ୟାଳୟ ପରିସରେ ଆଜି ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲୁକ ଲେବଲ୍‌ ସର୍ଭିସ୍‌ କମିଟି ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ସବଜଜ୍‌ ତଥା ଆସିଷ୍ଟାଣ୍ଟ୍‌ ସେସନ୍‌ ଜଜ୍‌ ଦିଲ୍ଲୀପ କୁମାର ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ ତାଲୁକ୍‌ ଲେବଲ୍‌ର ସର୍ଭିସ୍‌ କମିଟିର ପାରାଲେବଲ୍‌ ଭଲେଣ୍ଟିଆର୍‌ ରାଜକିଶୋର ରଥ, ଗୋଦାବରୀଶ ସାହୁ, ଏସ୍‌ ମଇନୁଉଲ୍ଲ ହକ୍‌, ଲିଗାଲ୍‌ ସେଲ୍‌ର ସଦସ୍ୟ ଜଗଦୀଶ ପଟ୍ଟନାୟକ, ଏକତା ପରିଷଦର ମ୍ୟାନେଜିଂ ଟ୍ରଷ୍ଟ ତଥା ଲିଗାଲ୍‌ ସେଲ୍‌ ସଦସ୍ୟା ସନ୍ଧ୍ୟାରାଣୀ ଦେବୀ, ଅରଙ୍ଗା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରତାପ ପାଣିଗ୍ରାହୀ, ସହକାରୀ ଶିକ୍ଷକ ସନ୍ତୋଷ କୁମାର ମହାପାତ୍ର, ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା, ଅରାଙ୍ଗ ପଞ୍ଚାୟତର ସରପଞ୍ଚ ଆଶାମଣି ସାହୁ, ଅରାଙ୍ଗ ଅଙ୍ଗନଓ୍ବାର୍ଡି କର୍ମୀ, ଧୂଆଁନଳି ପ୍ରକଳ୍ପ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସାହୁ, ବିଦ୍ୟାଳୟ ମ୍ୟାନେଜିଂ କମିଟିର ସଭାପତି ସାଗର କୁମାର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।

ଏହି ଅବସରରେ ଅରାଙ୍ଗ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ଏଡ୍‌ସ୍‌ ରୋଗର ଭୟାବହତା ତଥା ସଚେତନତା ସମ୍ପର୍କରେ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ ରବି ନାରାୟଣ ସାହୁ, ସୌଭାଗ୍ୟ ଜାନି ଅଞ୍ଚଳର ମହିଳା ସ୍ବୟଂସହାୟକ ଗୋଷ୍ଠୀ ସମେତ ବହୁ ବୁଦ୍ଧିଜୀବୀ ତଥା ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ରହିଥିଲେ।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026
Latest News

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.