Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜଧାନୀରେ ସେକ୍ସ ରାକେଟ୍‌ ଠାବ: 6 ଗିରଫ, 4 ଯୁବତୀ ଉଦ୍ଧାର
ଆଞ୍ଚଳିକ

ରାଜଧାନୀରେ ସେକ୍ସ ରାକେଟ୍‌ ଠାବ: 6 ଗିରଫ, 4 ଯୁବତୀ ଉଦ୍ଧାର

December 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର,1/12: ଭୁବନେଶ୍ୱରରେ ପୁଣି ସେକ୍ସ ରାକେଟ୍‌ ଚେର ଲମ୍ବିବାରେ ଲାଗିଛି। ଖଣ୍ଡଗିରିର ଏମ୍ସ ନଗରର ଏକ ହୋଟେଲ୍‌ରରେ ଚଢାଉ କରି ପୋଲିସ 2 ଦଲାଲଙ୍କ ସମେତ 6 ଜଣଙ୍କୁ ଗିରଫ କରିଛି। ଏହା ସହିତ 6 ଜଣ ବଙ୍ଗୀୟ ଯୁବତୀଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି। ମାଷ୍ଟରମାଇଣ୍ଡ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ୍‌ ଆପତ୍ତିଜନକ ସାମଗ୍ରୀ ସହ ଟଙ୍କା ମଧ୍ୟ ଜବତ କରିଛି। ଏହି ଘଟଣା ସହ ନିଜର ସମ୍ପୃକ୍ତିକୁ ହୋଟେଲ ମାଲିକ ଅସ୍ବୀକାର କରିଛନ୍ତି।

bhubaneswar sexracket
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.