Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ୍‌ରେ ବିଧାୟକଙ୍କ ନୂତନ ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଗୋପୀନାଥ
ଆଞ୍ଚଳିକ

ବାଣପୁର ବ୍ଲକ୍‌ରେ ବିଧାୟକଙ୍କ ନୂତନ ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଗୋପୀନାଥ

December 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ୩/୧୨: ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଗୋପୀନାଥ ମହାରଣାଙ୍କୁ ମିଳିଲା ନୂତନ ଦାୟିତ୍ବ। ବାଣପୁର ବ୍ଲକ୍‌ର ବିଧାୟକଙ୍କ ପ୍ରତିନିଧି ଭାବେ ସେ କାର୍ଯ୍ୟ କରିବେ। ଏହି କ୍ରମରେ ବାଣପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ ଯୋଜନାଗୁଡ଼ିକର ସୁପରିଚାଳନା ନିମେନ୍ତ ତାଙ୍କୁ ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କ ଦ୍ବାରା ନୂତନ ଦାୟିତ୍ବ ପ୍ରଦାନ କରାଯାଇଛି। ଗୋପୀନାଥଙ୍କ କର୍ତ୍ତବ୍ୟନିଷ୍ଠା ତଥା କର୍ମତତ୍ପରତା ପାଇଁ  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ତାଙ୍କ ଉପରେ ଏପରି ଏକ ଗୁରୁ ଦାୟିତ୍ବ ନ୍ୟସ୍ତ କରିଛନ୍ତି। ଚିଲିକା ବିଧାୟକ ଚିଠି ନଂ ୩୮୦/୨୦୧୯ ଜରିଆରେ ବାଣପୁର ବ୍ଲକର ବିଡିଓଙ୍କୁ ଏନେଇ ଅବଗତ କରାଇଛନ୍ତି ।

ଛାତ୍ର ଜୀବନରୁ ଗୋପୀନାଥ ରାଜନୀତି, ସାମଜସେବା ତଥା ପ୍ରତିଟି କ୍ଷେତ୍ରରେ ଜଣେ ଉତ୍ସାହୀ ରୂପେ ନିଜକୁ ପ୍ରତିପାଦିତ କରି ଆସିଛନ୍ତି। ୨୦୦୬ରୁ ଗୋଦାବୀରଣ ମହାବିଦ୍ୟାଳୟରେ ଛାତ୍ର ସଂସଦ ସଭାପତି ହୋଇଥିବାବେଳେ ୨୦୧୨ରୁ ୨୦୧୭ପର୍ଯ୍ୟନ୍ତ ବାଣପୁରର ଜିଲ୍ଲା ପରିଷଦ ସଭ୍ୟ ଭାବେ କାର୍ଯ୍ୟ କରିଥିଲେ।  କମ୍‌ ବୟସରୁ ନିଜର ଉତ୍ସାହ ଓ କର୍ତ୍ତବ୍ୟନିଷ୍ଠା ପାଇଁ ଗୋପୀନାଥ ସଫଳତାର ପାହାଚ ଅତିକ୍ରମ କରିଚାଲିଛନ୍ତି। ଆଗାମୀ ଦିନରେ ବାଣପୁରର ଉନ୍ନତି ପାଇଁ ନିଷ୍ଠାର ସହିତ କାର୍ଯ୍ୟ କରିବେ ବୋଲି ଗୋପୀନାଥ  କହିଛନ୍ତି।

ରିପୋର୍ଟର୍‌ : ସୀତାରାମ ଅଗ୍ରଓ୍ବାଲ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.