Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଛରେ ପିଟି ହୋଇ ଓଲଟିଲା ବସ୍‌: ୧୧ ଆହତ
ଆଞ୍ଚଳିକ

ଗଛରେ ପିଟି ହୋଇ ଓଲଟିଲା ବସ୍‌: ୧୧ ଆହତ

December 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୌଦ୍ଧ, ୭/୧୨: ବିଳମ୍ବିତ ରାତ୍ରିରେ ଗଛକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍’ରେ ଚାରିଜଣଙ୍କର ଅବସ୍ଥା ବେଶ୍‌ ଗୁରୁତର ରହିଛି।  ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ତିନିଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଚକାଡ଼ୋଳା ନାମକ ଏହି ଘରୋଇ ବସ୍‌ଟି ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାସ୍ତାକଡ଼ରେ ଏକ ଗଛରେ ପିଟି ହୋଇଯାଇଥିଲା। ଗଛରେ ପିଟି ହେବା ପରେ ବସ୍‌ଟି ଓଲଟି ପଡ଼ିଥିଲା। (ଏଜେନ୍ସି)

boudh bus accident
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ଆଶ୍ଚର୍ଯ୍ୟ!: ୮୨ ବର୍ଷୀୟ ବୃଦ୍ଧ ଏବଂ ରିକ୍ସା ଚାଳକଙ୍କ ବ୍ୟାଙ୍କ ଖାତାରେ ଜମା ହେଲା ୭୫୯ କୋଟି

July 13, 2026

ଧୂଆଁ ଧୂଆଁ ହେଲା ମଧ୍ୟପ୍ରାଚ୍ୟ: କୁୱେତ, ବହରିନ ଏବଂ ଜୋର୍ଡାନ ଉପରେ କ୍ଷେପଣାସ୍ତ୍ର କଲା ଇରାନ

July 13, 2026

ବ୍ରହ୍ମପୁରରେ ଜାହାଜ ନିର୍ମାଣ କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି ଜଣାଇଲେ ପ୍ରଦୀପ ପାଣିଗ୍ରାହୀ

July 13, 2026

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.