Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୀତା ଜୟନ୍ତୀ ଉତ୍ସବ ପାଳିତ
ଆଞ୍ଚଳିକ

ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୀତା ଜୟନ୍ତୀ ଉତ୍ସବ ପାଳିତ

December 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ୯/୧୨: ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗୀତା ଜୟନ୍ତୀ ଉତ୍ସବ ପାଳନ ହୋଇଯାଇଛି। ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ବାଣପୁର, ବାଲୁଗାଁ ଶାଖା ଆନୁକୂଲ୍ୟରେ ଆୟୋଜିତ ଏହି ଗୀତା ଜୟନ୍ତୀ ଉତ୍ସବରେ ଗୀତା ଅଧ୍ୟୟନର ଆବଶ୍ୟକତା ଓ ମଣିଷ ଜୀବନରେ ଗୀତାର ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ସଭାରେ ବିଚିତ୍ରାନନ୍ଦ ବେହେରା, ଗାୟତ୍ରୀ ପରିବାରର ସଦସ୍ୟ ସଭିଙ୍କର ମାର୍ଗଦର୍ଶନ କରିଥିଲେ। ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ କ୍ରୀଡା ପ୍ରଶିକ୍ଷକ ତଥା ମାର୍ଗଦର୍ଶକ ବୈରାଗୀ ଚରଣ ବଳ କେନ୍ଦ୍ରର ସମ୍ପର୍କ ପ୍ରମୁଖ ସଭା କାର୍ଯ୍ୟ ପରିଚାଳନା କରିଥିଲେ। ପ୍ରସନ୍ନ କୁମାର ମିଶ୍ର ଗୀତାର ଉପକାରିତା ସମ୍ପର୍କରେ ଆଲୋଚନା କରିଥିଲେ।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ

ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026
Latest News

ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ

June 17, 2026

‘ପିଏମ୍ – ଭିବିଆରୱାଇ’: ପ୍ରାୟ ୨,୪୦୦ କୋଟିର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

June 17, 2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍‌ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 17, 2026

ବସୁମତି ସ୍ନାନରେ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ

June 17, 2026

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.