Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ବାଇପାସ୍‌ର ସୁବୁଦ୍ଧିପାଟଣା ଛକରେ ଓଲଟିଲା ଔଷଧ ବୋଝେଇ ଟ୍ରକ୍‌
ଆଞ୍ଚଳିକ

ବାଲୁଗାଁ ବାଇପାସ୍‌ର ସୁବୁଦ୍ଧିପାଟଣା ଛକରେ ଓଲଟିଲା ଔଷଧ ବୋଝେଇ ଟ୍ରକ୍‌

December 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବାଲୁଗାଁ, ୧୪/୧୨ : ବାଲୁଗାଁ ବାଇପାସ୍‌ ରୋଡ୍‌ର ସୁବୁଦ୍ଧିପାଟଣା ଛକ ନିକଟରେ ଆଜି ସକାଳୁ ଘଟିଯାଇଛି ପୁଣି ଏକ ଦୁର୍ଘଟଣା। ପଶୁପକ୍ଷୀଙ୍କ ଔଷଧ ବୋଝେଇ ଏକ ଟ୍ରକ ଓଲଟି ପଡିବା ସହିତ ଦୁଇ ଜଣ ଆହତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, କଟକରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଔଷଧ ବୋଝେଇ ଟ୍ରକ (ଓଏସଜି-୦୨୪୯) ସୁବୁଦ୍ଧି ପାଟଣା ଛକ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିଲେ ମଧ୍ୟ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିବା ଆଶଙ୍କା କରାଯାଉଛି। ଦୁଇ ଆହତ ଡ୍ରାଇଭର ଏବଂ ହେଲ୍ପରଙ୍କୁ ଉଦ୍ଧାର କରି ସ୍ଥାନୀୟ ବାସିନ୍ଦା ୧୦୮ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ଆହତ ଦୁଇ ଜଣକ ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି।

ଉକ୍ତ ସ୍ଥାନରେ ବିଗତ ଏକ ମାସ ମଧ୍ୟରେ ଏହା ତୃତୀୟ ଦୁର୍ଘଟଣା। ଗତମାସରେ ଦୁଇଟି ପୃଥକ ଦୁର୍ଘଟଣାରେ ଦୁଇ ଜଣଙ୍କର ପ୍ରାଣହାନି ଘଟିଥିଲା। ଏହି ଛକ ନିକଟରେ ବାରମ୍ବାର ଦୁର୍ଘଟଣା ହେଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ରିପୋର୍ଟର: ସୀତାରାମ ଅଗ୍ରୱାଲ

accident balugaonbypass road
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ରାଉରକେଲାରେ ସଡ଼କ ଦୁର୍ଘଟଣା: ଆରଏସପି କର୍ମଚାରୀଙ୍କୁ ଟ୍ରକ୍ ଧକ୍କା

July 8, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ଫିଫା ବିଶ୍ୱକପ୍ ରେ ନୂଆ ବିବାଦ: ଟ୍ରମ୍ପଙ୍କ ଆହ୍ୱାନ ପରେ ଆମେରିକୀୟ ଖେଳାଳିଙ୍କ କୋହଳ ହେଲା ଦଣ୍ଡ

July 13, 2026

ଆଶ୍ଚର୍ଯ୍ୟ!: ୮୨ ବର୍ଷୀୟ ବୃଦ୍ଧ ଏବଂ ରିକ୍ସା ଚାଳକଙ୍କ ବ୍ୟାଙ୍କ ଖାତାରେ ଜମା ହେଲା ୭୫୯ କୋଟି

July 13, 2026

ଧୂଆଁ ଧୂଆଁ ହେଲା ମଧ୍ୟପ୍ରାଚ୍ୟ: କୁୱେତ, ବହରିନ ଏବଂ ଜୋର୍ଡାନ ଉପରେ କ୍ଷେପଣାସ୍ତ୍ର କଲା ଇରାନ

July 13, 2026

ବ୍ରହ୍ମପୁରରେ ଜାହାଜ ନିର୍ମାଣ କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି ଜଣାଇଲେ ପ୍ରଦୀପ ପାଣିଗ୍ରାହୀ

July 13, 2026

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.