Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇଏନଏସ ଚିଲିକା ପକ୍ଷରୁ ଦେୟମୁକ୍ତ ସ୍ୱାସ୍ଥ୍ୟ ସେବା ଶିବିର
ଆଞ୍ଚଳିକ

ଆଇଏନଏସ ଚିଲିକା ପକ୍ଷରୁ ଦେୟମୁକ୍ତ ସ୍ୱାସ୍ଥ୍ୟ ସେବା ଶିବିର

December 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବାଲୁଗାଁ, ୧୪/୧୨ : ଶନିବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରେ ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଇଞ୍ଜନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆଇଏନଏସ୍‌ ଚିଲିକା ପକ୍ଷରୁ ଏହି ଦେୟମୁକ୍ତ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି। ଆଇଏନଏସ ଚିଲିକାର କମୋଡର ରିତୁରାଜ ସାହୁ, ଏନ୍‌ଡବ୍ଲ୍ୟୁଡବ୍ଲ୍ୟୁଏର ସଭାପତି ସଂଗୀତା ସାହୁ, ସର୍ଜନ କମାଣ୍ଡର ପ୍ରସନ୍ନଜିତ ପଣ୍ଡା, କମାଣ୍ଡିଙ୍ଗ ଅଫିସର ଜୟଦୀପ ଚୌଧୁରୀ ଏବଂ ଆଇଏନଏସ ଚିଲିକାର ଅନ୍ୟ କର୍ମଚାରୀ ଏହି ସ୍ବାସ୍ଥ୍ୟ ସେବା ଶିବିରରେ ଯୋଗ ଦେଇଥିଲେ। ନୌସେନା ସପ୍ତାହ ପାଳନ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ବାଲୁଗାଁ, ବଡ଼କୁଳ ଏବଂ ଆଇଏନ୍‌ଏସ୍‌ ଚିଲିକାର ନିକଟବର୍ତ୍ତୀ ଗ୍ରାମ ଗୁଡିକ ନିମନ୍ତେ ଏହି ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ପ୍ରାୟ ୮୦୦ ବ୍ୟକ୍ତି ମାଗଣାରେ ଚିକିତ୍ସିତ ହୋଇିଥିଲେ। ଏହି ସ୍ବାସ୍ଥ୍ୟ ଶିବିରରେ ଆଖି, ଚର୍ମ, ସ୍ତ୍ରୀ ଓ ପ୍ରସୂତି ବିଭାଗ, ଇଏନ୍‌ଟି, ଶଲ୍ୟ ଏବଂ ଔଷଧ ବିଭାଗର ଡାକ୍ତର ଯୋଗ ଦେଇ ରୋଗୀ ସେବା କରିଥିଲେ।

inschilika
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026

ଅସହ୍ୟ ଗରମ : କଲବଲ କରୁଛି ଗୁଳୁଗୁଳି

May 23, 2026

ଅଂଶୁଘାତରେ ବନ କର୍ମଚାରୀଙ୍କ ମୃତ୍ୟୁ

May 23, 2026

ଶଳାକୁ ଭିଣେଇର ଛୁରା ମାଡ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.