Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲିତୁଠ ପ୍ରାଇମେରୀ ସ୍କୁଲରେ ଶିକ୍ଷୟତ୍ରୀଙ୍କ ମାଡରେ ଛାତ୍ରୀ ଗୁରୁତର : ଆରୋପୀ ଶିକ୍ଷୟିତ୍ରୀ ଗିରଫ
ଆଞ୍ଚଳିକ

ବାଲିତୁଠ ପ୍ରାଇମେରୀ ସ୍କୁଲରେ ଶିକ୍ଷୟତ୍ରୀଙ୍କ ମାଡରେ ଛାତ୍ରୀ ଗୁରୁତର : ଆରୋପୀ ଶିକ୍ଷୟିତ୍ରୀ ଗିରଫ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କୁଜଙ୍ଗ,୨୨/୧୨: ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାନୁଷ୍ଠାନ ଗୁଡିକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରାଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀଙ୍କୁ ମାଡ ମରା ଘଟଣା ସାମ୍ନାକୁ ଆସୁଅଛି। ଶନିବାର ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକର  କୁଜଙ୍ଗ ଥାନା ଅନ୍ତର୍ଗତ ବାଲିତୁଠ ପ୍ରାଇମେରୀ ସ୍କୁଲରେ ଏପରି ଏକ ଘଟଣା ସମ୍ମୁଖକୁ ଆସିଛି। ଶିକ୍ଷୟିତ୍ରୀ ଲିନା ନନ୍ଦଙ୍କ ବର୍ବରତାର ଶିକାର ହୋଇଥିଲା ୯ ବର୍ଷୀୟ କୋମଳମତି ଶିଶୁ ବର୍ଷା ସ୍ବାଇଁ। ଶନିବାର କୌଣସି କାରଣରୁ ଉତ୍‌କ୍ଷିପ୍ତ ହୋଇ ଲିନା ବର୍ଷାଙ୍କୁ ଅମାନୁଷିକ ଭାବରେ ମାଡ ମାରିଥିଲେ। ଗୁରୁତର ଆହତ ବର୍ଷାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳ ୧୦ ଟା ସମୟରେ ବର୍ଷାଙ୍କ ପିତା ଜନ୍‌ ସ୍ବାଇଁ କୁଜଙ୍ଗ ଥାନାରେ ଅଭିଯୋଗ କରିଥିଲେ। କୁଜଙ୍ଗ ଥାନାଧିକାରୀ ଦିଲ୍ଲୀପ କୁମାର ସାହୁ କେସ୍‌ ନଂ ୨୯୧/୧୯ ଦାୟର କରି ମାମଲାର ତଦନ୍ତ କରିଥିଲେ। ଆଇପିସିର ୭୫ ଜେଜେ ଆକ୍ଟ ଅନୁଯାୟୀ ଦଫା ୩୪୧, ୩୨୩ ଏବଂ ୩୦୭ ଲାଗୁ କରି ଶିକ୍ଷୟିତ୍ରୀଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।

 

kujang punishment
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.