Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସମୀକ୍ଷାର ମହାପ୍ରଭାବ:  ଜିଲ୍ଲାନାସି ଗ୍ରାମ ପଞ୍ଚାୟତରେ ଉନ୍ନତ ରାସ୍ତା ମରାମତି କାର୍ଯ୍ୟକୁ ଦିଆଗଲା ଗୁରୁତ୍ବ
ଆଞ୍ଚଳିକ

ସମୀକ୍ଷାର ମହାପ୍ରଭାବ:  ଜିଲ୍ଲାନାସି ଗ୍ରାମ ପଞ୍ଚାୟତରେ ଉନ୍ନତ ରାସ୍ତା ମରାମତି କାର୍ଯ୍ୟକୁ ଦିଆଗଲା ଗୁରୁତ୍ବ

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କୁଜଙ୍ଗ, ୨୩/୧୨: ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ବ୍ଲକ୍‌ ଅନ୍ତର୍ଗତ ଜିଲ୍ଲାନାସି ଗ୍ରାମ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ଅତି ନିମ୍ନମାନର ହୋଇଥିବାର ଅଭିଯୋଗ ହୋଇ ଏହି ସମ୍ପର୍କିତ ଖବର ପ୍ରସାରିତ ହେବା ପରେ ଏନେଇ ପ୍ରଶାସନ ତ୍ବରିତ୍ବ ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ସମ୍ପୃକ୍ତ ରାସ୍ତାରେ ଉତ୍ତମ କାର୍ଯ୍ୟ କରାଯାଉଥିବା ନେଇ ସୂଚନା ରହିଛି। ଉକ୍ତ ରାସ୍ତା ନିର୍ମାଣରେ ହେଉଥିବା ଅନିୟମିତତା ନେଇ ଗତ ୧୯ ତାରିଖରେ ଆମ ସମୀକ୍ଷା ନ୍ୟୁଜ୍‌ରେ ପ୍ରକାଶିତ ହୋଇଥିଲା। ଖବର ପ୍ରକାଶିତ ହେବା ପରେ ଏସଡିଓ ବାବାଜୀ ଚରଣ ବେହେରା ଏନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏସଡିଓଙ୍କ ହସ୍ତକ୍ଷେପ ଫଳରେ ବିଭାଗୀୟ ଯନ୍ତ୍ରୀ କେଳୁଚରଣ ଦଳାଇ ଓ ଠିକାଦାର ଏବେ ଉକ୍ତ ରାସ୍ତାରେ ଉନ୍ନତମାନର ପିଚୁ ପକାଇ କାର୍ଯ୍ୟ ଆରମ୍ଭ କରିଥିବାର ସୂଚନା ରହିଛି।

ସୂଚନାଯୋଗ୍ୟ, କଟକ–ପାରାଦ୍ଵୀପ ରାସ୍ତା ତାଳଦଣ୍ଡା କେନାଲ ପାଖରୁ ଜିଲ୍ଲାନାସି ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ମରାମତି କାର୍ଯ୍ୟ କରିବା ନାମରେ ଭଲ ରାସ୍ତା ଉପରେ ପତଳା ପିଚୁ ପକାଇ ସରକାରୀ ଅର୍ଥ ଆତ୍ମସାତ କରିବା ପାଇଁ ମସୁଧା ଚାଲିଥିବାର ଅଭିଯୋଗ ହୋଇଥିଲା।

ଜଗତସିଂହପୁର ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ରବିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.