Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତେଙ୍ଗାଡି ଗ୍ରାମରୁ ଅଜଣା ଶବ ଉଦ୍ଧାର
ଆଞ୍ଚଳିକ

ତେଙ୍ଗାଡି ଗ୍ରାମରୁ ଅଜଣା ଶବ ଉଦ୍ଧାର

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାନଖେମୁଣ୍ଡି,(୨୫/୧୨):ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଡେଙ୍ଗାଡି ଗ୍ରାମରେ ଜଣେ ଅଜଣା ଶବ ଉଦ୍ଧାର ହୋଇଛି। ଗତକାଲିଠାରୁ ସନ୍ଦେହଜନକ ଭାବେ ଜଣେ ବ୍ୟକ୍ତିଙ୍କ ଶବ ସେଠାରେ ପଡ଼ିଥିବାର ଦେଖାଯାଇଥିଲା। ବହୁ ସମୟ ଧରି ସେଠାରେ ଅଜଣା ଶବ ପଡିରହିବା ପରେ ସ୍ଥାନୀୟ ବାସିନ୍ଦା ଏହା ସମ୍ପର୍କରେ ପ୍ରଶାସନକୁ ଅବଗତ କରିଥିଲେ। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରିବା ପରେ ବି ସମ୍ପୃକ୍ତ ବ୍ୟକ୍ତିଙ୍କର ପରିଚୟ ମିଳିପାରିନାହିଁ  ତେବେ ପ୍ରାଥମିକ ତଦନ୍ତରୁ ମାନସିକ ଅଶାନ୍ତି ଜନିତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାର ଅନୁମାନ କରାଯାଇଛି । ପୋଲିସ୍‌ ସମ୍ପୃକ୍ତ ଶବକୁ ଜବତ କରି ଏନେଇ ଅଧିକ ତଦନ୍ତ ଜାରି ରଖିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମୋଦି ମନ୍ତ୍ରୀମଣ୍ଡଳରେ ପୁନର୍ଗଠନ ହେବ କି?: ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନ୍

June 23, 2026

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

June 23, 2026

ଆଜି କେଉଁ ଷ୍ଟକ୍‌ରେ ରହିବ ବଜାରର ନଜର? ବଡ଼ ଘୋଷଣା ପରେ ଚର୍ଚ୍ଚାରେ ୭ କମ୍ପାନୀ

June 23, 2026

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.