Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୀମକୁଣ୍ଡରେ ଗାଧୋଇବା ବେଳେ ଯୁବକ ନିଖୋଜ
ଆଞ୍ଚଳିକ

ଭୀମକୁଣ୍ଡରେ ଗାଧୋଇବା ବେଳେ ଯୁବକ ନିଖୋଜ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କେନ୍ଦୁଝର, 25/12 : କେନ୍ଦୁଝର ଜିଲା ପାଟଣା ବ୍ଲକର ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ସାନ କୁଣ୍ଡରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ବୁଧବାର ଅପରାହ୍ନରେ ସାନ କୁଣ୍ଡରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ିଯାଇ ନିଖୋଜ ହୋଇଥିବା ଜଣାପଡ଼ିଛି । ନିଖୋଜ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛି ।

keonjhar
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.