Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗ ବ୍ଲକ୍ ପଡ଼ିଆରେ ବିଜେଡ଼ିର ପ୍ରତିଷ୍ଠା ଦିବସ ପାଳିତ
ଆଞ୍ଚଳିକ

କୁଜଙ୍ଗ ବ୍ଲକ୍ ପଡ଼ିଆରେ ବିଜେଡ଼ିର ପ୍ରତିଷ୍ଠା ଦିବସ ପାଳିତ

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କୁଜଙ୍ଗ, ୨୬/୧୨: ସମଗ୍ର ରାଜ୍ୟରେ ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ କୁଜଙ୍ଗ ବ୍ଲକ୍‌ ପଡିଆରେ ମଧ୍ୟ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ପାରାଦ୍ବୀପ ବିଧାୟକ ସମ୍ବିତ ରାଉତରାୟ ମୁଖ୍ୟ ଅତିଥି ଭାବରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପୂର୍ବତନ ସାଂସଦ କୁଳମଣି ସାମଲ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ସମ୍ବିତ ରାଉତରାୟ ନବୀନ ପଟ୍ଟନାୟକଙ୍କ ନେତୃତ୍ବକୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟ ପ୍ରଗତି କରୁଛି ଏବଂ ଫାଇଭ-ଟି ଦ୍ବାରା ରାଜ୍ୟ ଆହୁରି ପ୍ରଗତି କରିବ ବୋଲି ପାରାଦୀପ ବିଧାୟକ ପ୍ରକାଶ କରିଥିଲେ।

ବ୍ଲକ୍‌ ସଭାପତି ନରେନ୍ଦ୍ର କୁମାର ପରିଡ଼ା ସଭା ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦଙ୍କ କୁଜଙ୍ଗ ବ୍ଳକ୍‌ ପ୍ରତିନିଧି ସୁଧଳ କୁମାର ସ୍ବାଇଁ, ରାଜ୍ୟ ସମ୍ପାଦକ ପ୍ରମୋଦ କୁମାର ଜେନା, ପାରାଦୀପ ମ୍ୟୁନିସିପାଲିଟି ଅଧ୍ୟକ୍ଷ ବସନ୍ତ କୁମାର ବିଶ୍ବାଳ, ପାରାଦୀପ ନଗର ସଭାପତି ସୁମନ୍ତ ବିଶ୍ବାଳ, କୁଜଙ୍ଗ ସରପଞ୍ଚ ଭାରତ ଭୁଷଣ ନାୟକ, ବ୍ଲକ୍ ଉପାଧ୍ୟକ୍ଷ ପୁଷ୍ପଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ଯୋଗ ଦେଇଥିବା ବେଳେ ବିଜେଡିର ଯୁବନେତା ଅରୂପା ପ୍ରସାଦ ମହାନ୍ତି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

 

୨୩ ବର୍ଷରେ ବିଜେଡ଼ି BJD kujang
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.