Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ବଡହନ୍ତୁଆଡର ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦ୍‌ଘାଟିତ
ଆଞ୍ଚଳିକ

ବାଣପୁରର ବଡହନ୍ତୁଆଡର ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦ୍‌ଘାଟିତ

December 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ୨୭/୧୨: ବାଣପୁରର ବଡହନ୍ତୁଆଡର ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ବଡହନ୍ତୁଆଡ ସେବା ସମବାୟ ସମିତିର ଅଧ୍ୟକ୍ଷ ଅଶୋକ ଦାସଙ୍କ ଉପସ୍ଥିତିରେ ଏହି ଧାନମଣ୍ଡିକୁ ଉଦ୍‌ଘାଟନ କରିଥିଲେ ବାଣପୁର ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ଅଜୟ ରାଉଳ। ସେହିପରି ଗାଲୁଆ ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରତିନିଧି ଚିତ୍ତରଞ୍ଜନ ସାମନ୍ତରାୟ, କୃଷକ ସାଥୀ ନୀଳାଦ୍ରି ଭୂଷଣ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଧାନମଣ୍ଡିର ଉଦ୍‌ଘାଟନୀ ଉତ୍ସବକୁ ସଫଳ କରିଥିଲେ।  ଏହି ଉତ୍ସବକୁ ପରିଚାଳନା କରିଥିଲେ ସମିତି ସମ୍ପାଦକ ପ୍ରସନ୍ନ କୁମାର ପଟ୍ଟନାୟକ। ଅନେକ ଚାଷୀ ଏହି ଉତ୍ସବରେ ଯୋଗଦେଇ ଧାନ ବିକ୍ରି କରିଥିବାର ସୂଚନା ରହିଛି।

 

 

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.