Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲର ଦଶମ ବାର୍ଷିକ ଉତ୍ସବ ପାଳିତ
ଆଞ୍ଚଳିକ

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲର ଦଶମ ବାର୍ଷିକ ଉତ୍ସବ ପାଳିତ

December 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
St Xavier School,Banpur Annual Function

ସମୀକ୍ଷା ବ୍ୟୁରୋ

ବାଣପୁର: ବାଣପୁରର ସେଣ୍ଟ ଜାଭିୟର ହାଇସ୍କୁଲର ଦଶମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ, ମୁଖ୍ୟ ବକ୍ତା ଭାବେ ଗର୍ଗ ଜ୍ୟୋତିଷର ସଭାପତି ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ ଏବଂ ବାଣପୁର ବ୍ଲକର ବିଇଓ ସନାତନ ଜାଲ୍ଲି ପ୍ରମୁଖ  ଯୋଗ ଦେଇଥିଲେ। ଅତିଥିମାନେ ଦ୍ଵୀପ ପ୍ରଜ୍ଵଳନ କରିବା ପରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା।

ଶିକ୍ଷକମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା। ବିଦ୍ୟାଳୟର ନିର୍ଦ୍ଦେଶକ ସ୍ଵାଗତ ଭାଷଣ ଦେଇଥିବାବେଳେ ବାର୍ଷିକ ବିବରଣୀ ପାଠ କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମର ଅୟୋଜନ କରାଯାଇଥିଲା। ଏହି ଅବସରରେ ବାଣପୁରରେ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ମାର୍କ ରଖିଥିବା ଦୁଇ ଛାତ୍ରଙ୍କୁ ସମ୍ମାନିତ କରାଯାଇଥିଲା। ଦୁଇ ଛାତ୍ରଙ୍କ ମଧ୍ୟରେ ଜଣେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ଥିବାବେଳେ  ଅନ୍ୟଜଣେ ଜାଭିୟର ହାଇସ୍କୁଲର ଛାତ୍ର। ସେହିପରି  ଏହି ଉତ୍ସବରେ ଜୀବନବ୍ୟାପୀ ସେବା ପାଇଁ ଡାକ୍ତର ଏସ ଏନ ପାତ୍ର ଏବଂ ଖେଳ ପ୍ରଶିକ୍ଷକ ବୈରାଗୀ ଚରଣ ବଳଙ୍କୁ ସମ୍ମାନିତ କରଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

November 18, 2025

ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

November 18, 2025

‘ମିଶନ ପାୱାର’ ଅଧିନରେ ୨୦୨୭ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗ୍ରାମକୁ ସବୁ ଦିନିଆ ରାସ୍ତା, ବିଦ୍ୟୁତ ଓ ପାନୀୟ ଜଳ

November 18, 2025

ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

November 17, 2025
Latest News

ଶେଖ ହସିନାଙ୍କ ମୃତ୍ୟୁଦଣ୍ଡର ପ୍ରଭାବ?: ଭାରତ-ବାଂଲାଦେଶ ସିରିଜ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ବିସିସିଆଇ 

November 18, 2025

ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

November 18, 2025

ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

November 18, 2025

ଟି-୨୦ ବିଶ୍ୱକପରେ ଓପନିଂ କରିବେ ଅଭିଷେକ ଶର୍ମାଙ୍କ ସହ ବୈଭବ ସୂର୍ଯ୍ୟବଂଶୀ?: ଦ୍ଵନ୍ଦ୍ଵ ଦୂର କଲା ଏହି ପ୍ରଶ୍ନ

November 18, 2025

‘ମିଶନ ପାୱାର’ ଅଧିନରେ ୨୦୨୭ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗ୍ରାମକୁ ସବୁ ଦିନିଆ ରାସ୍ତା, ବିଦ୍ୟୁତ ଓ ପାନୀୟ ଜଳ

November 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.