Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟ ଏନଏସଏସର ଶୀତକାଳୀନ ଶିବିର ଉଦଯାପିତ
ଆଞ୍ଚଳିକ

କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟ ଏନଏସଏସର ଶୀତକାଳୀନ ଶିବିର ଉଦଯାପିତ

December 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷାବ୍ୟୁରୋ

ସାନଖେମୁଣ୍ଡି,(୨୮/୧୨): ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟର +୩ ଏନଏସଏସ ସ୍ବତନ୍ତ୍ର ଶୀତକାଳୀନ ଶିବିର ଉଦଯାପିତ ହୋଇଯାଇଛି। ବିଗତ ସାତ ଦିନ ଧରି କଙ୍କୋରଡା ମହାବିଦ୍ୟାଳୟରେ ଚାଲିଥିବା ଏହି ଶିବିରରେ ୭୫ଜଣ ଶିବିରାର୍ଥୀ ଅଂଶଗ୍ରହଣ କରିଥିଲେ। ଏହି ଅଂଶଗ୍ରହଣକାରୀମାନେ ସ୍ବଚ୍ଛ ଭାରତ, ସଚେତନତା, ନଗର ପରିକ୍ରମା ସହ ସାଂସ୍କୃତିକ ଆଦି କାର୍ଯ୍ୟକ୍ରମ କରିଥିଲେ।

ଶିବିରର ଅନ୍ତିମ ଦିନରେ କଲେଜ କକ୍ଷରେ ଅଧ୍ୟକ୍ଷ ଡ.ପ୍ରଫୁଲ୍ଲ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଏକ ସଭା ଆୟୋଜିତ ହୋଇଯାଇଛି। ଏଥିରେ ଅଧ୍ୟାପକ ସନ୍ତୋଷ ପାଢୀ ଓ ସୁଶାନ୍ତ କୁମାର ପଣ୍ଡା ସେବାର ମହତ୍ତ୍ବ ଓ ଉପକାରିତା ବିଷୟରେ ବିଦ୍ୟାର୍ଥୀମାନଙ୍କୁ ଆଲୋକପାତ କରିଥିଲେ। ଉକ୍ତ ଶିବିରକୁ ତୀର୍ଥବ୍ରତ ସାହୁ,ସସ୍ମିତା ସାହୁ,ଆଶାଲତା ପଟ୍ଟନାୟକ ଆଦି ଅଧ୍ୟାପକ,ଅଧ୍ୟାପିକା ସଂଯୋଜନା କରିଥିଲେ।

ସାନଖେମୁଣ୍ଡି ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026
Latest News

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.