Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୂଚନା ଅଧିକାରୀ କର୍ମୀ ହତ୍ୟା ମାମଲା : 5 ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ସୂଚନା ଅଧିକାରୀ କର୍ମୀ ହତ୍ୟା ମାମଲା : 5 ଅଭିଯୁକ୍ତ ଗିରଫ

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rti employee shot dead
rti employee shot dead

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,29/12 : ବାଲିଗୁଡା ଥାନା ପାତ୍ର ସାହିରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ପଣ୍ଡାଙ୍କ ହତ୍ୟା ମାମଲାରେ ପୋଲିସ୍‌ 5 ଜଣଙ୍କୁ ଗିରଫ କରିଛି । ଗିରଫ 5 ଜଣଙ୍କ ମଧ୍ୟରେ ଦୁଇ ଜଣ ସୁପାରି କିଲର୍‌ ରହିଥିବା ଜଣାପଡିଛି । ପୋଲିସ ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ ବନ୍ଧୁକ, 3ଟି ଗୁଳି ଏବଂ 6ଟି ମୋବାଇଲ ଜବତ କରିଛି । ଉଲ୍ଲେଖଯୋଗ୍ୟ ଯେ, ଡିସେମ୍ବର 10 ତାରିଖରେ 2 ଜଣ ଦୁର୍ବୃତ୍ତ ଅଭିମନ୍ୟୁଙ୍କୁ ଘରୁ ଡାକି ନେଇ ଗୁଳି ମାରି ହତ୍ୟା କରିଥିଲେ ।

police rti
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.