Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାତିଲ ହେଲା ପୁରୀ-ହାଓଡା ଶତାବ୍ଦୀ ଏକ୍ସପ୍ରେସ୍‌ : 12.30ରେ ସ୍ବତନ୍ତ୍ର ଟ୍ରେନ୍‌
ଆଞ୍ଚଳିକ

ବାତିଲ ହେଲା ପୁରୀ-ହାଓଡା ଶତାବ୍ଦୀ ଏକ୍ସପ୍ରେସ୍‌ : 12.30ରେ ସ୍ବତନ୍ତ୍ର ଟ୍ରେନ୍‌

December 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ପୁରୀ,30/12 : ସୋମବାର ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସ ବାତିଲ ହୋଇଯାଇଛି । ପୁରୀରୁ ହାଓଡା ଯିବାକୁ ଥିବା ଟ୍ରେନ୍‌ଟି ବାତିଲ ହେବା କାରଣରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାର ନିଷ୍ପତ୍ତି ନେଇଛି ପୂର୍ବତଟ ରେଳବାଇ । ଶତାବ୍ଦୀ ଏକ୍ସପ୍ରେସ୍‌ରେ ଟିକେଟ କରିଥିବା ଯାତ୍ରୀଙ୍କ ସୁବିଧା ପାଇଁ ଏହି ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ । ଦିନ 12.30ରୁ ପୁରୀରୁ ଛାଡି ରାତି 9.45ରେ ହାଓଡାରେ ପହଞ୍ଚିବ ଏହି ସ୍ବତନ୍ତ୍ର ଟ୍ରେନ୍‌ । ଏହି ଟ୍ରେନ୍‌ରେ 20ଟି ବଗି ରହିଛି ।

specialtrain
Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.