Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୂର୍ବତନ ରାଜ୍ୟସଭା ସାଂସଦ ଏ ଭି ସ୍ବାମୀଙ୍କ ପରଲୋକ
ଆଞ୍ଚଳିକ

ପୂର୍ବତନ ରାଜ୍ୟସଭା ସାଂସଦ ଏ ଭି ସ୍ବାମୀଙ୍କ ପରଲୋକ

December 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,31/12 : ପୂର୍ବତନ ରାଜ୍ୟସଭା ସାଂସଦ ଏ ଭି ସ୍ବାମୀଙ୍କର ଆଜି ପରଲୋକ ହୋଇଛି। 91 ବର୍ଷ ବୟସରେ ଖରିଆର ରୋଡ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସ୍ବାମୀଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ସ୍ବାମୀ 4 ଏପ୍ରିଲ୍‌ 2012ରୁ 3 ଏପ୍ରିଲ 2018 ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ରହିଥିଲେ।

mp rajyasabha
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ଡ୍ୟୁଟିରେ ଅବହେଳା ପଡ଼ିଲା ମହଙ୍ଗା, ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ କଲେ ଏସ୍‌ପି

October 3, 2026
Latest News

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.