Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସ୍ତ୍ରୀର ଶାଢୀ ବେକରେ ଲଗାଇ ସ୍ଵାମୀର ଆତ୍ମହତ୍ୟା
ଆଞ୍ଚଳିକ

ସ୍ତ୍ରୀର ଶାଢୀ ବେକରେ ଲଗାଇ ସ୍ଵାମୀର ଆତ୍ମହତ୍ୟା

January 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଳାହାଣ୍ଡି,01/01 : କଳାହାଣ୍ଡି ଜିଲ୍ଲାର ଜୟପାଟଣା ଥାନା ଅନ୍ତର୍ଗତ ବିଜମରାରଏକ ଅଘଟଣ ଘଟିଯାଇଛି। ନିଜ ସ୍ତ୍ରୀର ଶାଢୀ ସହିତ ଜଣେ ଯୁବକଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମିନି ଷ୍ଟାଡିୟମ୍‌ ନିକଟରେ ଥିବା ମଶାଣି ନିକଟରେ ଜଣେ ଯୁବକ ବେକରେ ଶାଢୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାପ୍ତ ସୂଚନା ମୁତାବକ ମୃତକ ଜଣକ ହେଉଛନ୍ତି ଦୁର୍ଯ୍ୟୋଧନ ବାଗ(35)।

ତିନି ମାସ ପୂର୍ବରୁ ତାଙ୍କ ପତ୍ନୀ ରୋଗ ଗ୍ରସ୍ତହୋଇ ପ୍ରାଣ ହରାଇଥିଲେ। ଏହା ପରଠାରୁ ଦୁର୍ଯ୍ୟୋଧନ ମାନସିକ ଭାବରେ ଚାପଗ୍ରସ୍ତ ଥିଲେ ବୋଲି ତାଙ୍କ ମା କହିଛନ୍ତି। ଦୁର୍ଯ୍ୟୋଧନଙ୍କ ମୃତ୍ୟୁପରେ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ଅପରାହ୍ନ 5ଟାରୁ ଘରୁ ଯାଇଥିବା ବେଳେ ଦୁର୍ଯ୍ୟୋଧନ ଘରକୁ ଫେରିନଥିଲେ। ଜୟପାଟଣା ଓ କୁଟୁରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି।

kalahandi suicide
Share. Facebook Twitter LinkedIn Email WhatsApp Copy Link

Related Posts

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026

ପିକଅପ ଭ୍ୟାନ – ବାଇକ ମୁହାଁମୁହିଁ ଧକ୍କା – ଜଣେ ମୃତ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026
Latest News

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.