Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେତାଜୀ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ଧର୍ମଶାଳା ଓ ନିମେଇଶାପୁର
ଆଞ୍ଚଳିକ

ନେତାଜୀ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ଧର୍ମଶାଳା ଓ ନିମେଇଶାପୁର

January 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କୁଜଙ୍ଗ,୩/୧: କୁଜଙ୍ଗ ବ୍ଳକ ଅନ୍ତର୍ଗତ ମଙ୍ଗରାଜପୁର ଷ୍ଟାଡିୟମରେ ୨୪ ତମ ନେତାଜୀ କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି  ଦୁଇଟି ସେମିଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ବିଜୟୀ ହୋଇ ଧର୍ମଶାଳା ଏବଂ ନିମେଇଶାପୁର ଫାଇନାଲରେ ପହଂଚିଛନ୍ତି। ପ୍ରଥମ ସେମିଫାଇନାଲ ମ୍ୟାଚ ଅଲଷ୍ଟାର ଫୁଟବଲ କ୍ଳବ କଟକ ଏବଂ ନିମେଇଶାପୁର କଟକ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ନିମେଇଶପୁର ଦଳ ଅଲଷ୍ଟାର ଫୁଟବଲ କ୍ଳବକୁ ୪-୧ ଗୋଲ ବ୍ୟବଧାନରେ ହରାଇ ଫାଇନାଲରେ ପ୍ରବେଶ କରିଥିଲା। ସେହିପରିଭାବେ ଧର୍ମଶାଳା ଏବଂ ପାରାଦୀପ ମଧରେ ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଧର୍ମଶାଳା ଦଳ ପାରାଦୀପକୁ ୩-୧ ଗୋଲ ବ୍ୟବଧାନରେ ହରାଇ ଫାଇନାଲରେ ପ୍ରବେଶ କରିଥିଲା।

ଏହି କ୍ରୀଡ଼ା ଉତ୍ସବରେ ଅତିଥି ଭାବେ କଂଗ୍ରେସ ନେତା ଅରିନ୍ଦମ ସାର୍ଖେଲ ଯୋଗଦେଇ ଏହି ଷ୍ଟାଡ଼ିୟମର ବିକାଶ ତଥା କ୍ରୀଡ଼ାର ବିକାଶ ପାଇଁ ଆଗାମୀ ଦିନରେ ସହଯୋଗର ହାତ ବଢାଇବାକୁ ପ୍ରତିଶୃତି ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡ଼ାକ୍ତର ରଞ୍ଜନ କୁମାର ସାମଲ, ସ୍ଥାନୀୟ ସରପଞ୍ଚ ପୂର୍ଣ୍ଣିମା ତ୍ରିପାଠୀ, ଏଏନଡ଼ି ଯାଦବ, ରମେଶ ଚନ୍ଦ୍ର ଦାସ, ମାୟଧର ଦାସ, କୁଳମଣୀ ତରାଇ, ରଞ୍ଜିତ କୁମାର ଦାସମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ଆଜି  ଧର୍ମଶାଳା ଏବଂ ନିମେଇଶାପୁର କଟକ ମଧ୍ୟରେ ଫାଇନାଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମକୁ ଆସୋସିଏସନର ସଭାପତି ପ୍ରଦୀପ୍ତ କୁମାର ଦାସମହାପାତ୍ର, ସମ୍ପାଦକ ଦୁଷ୍ମନ୍ତ ମାଝୀ ପରିଚାଳନା କରିଥିବାବେଳେ ଉପସଭାପତି ମାନସ କୁମାର ତରାଇ, କୋଷାଧ୍ୟକ୍ଷ ବିନ୍ଦୁସାଗର ତରାଇ, ଗ୍ୟାନଦା ପ୍ରସାଦ ତରାଇ, ତପନ କୁମାର ତରାଇ, ସୁଶାନ୍ତ କୁମାର ବେହେରା, ସୋମନାଥ ପାଣି, ପ୍ରଶାନ୍ତ କୁମାର ତରାଇ, ଜଟାଧାରୀ ଦାସ, ସୁଦର୍ଶନ ତରାଇ, ନୃସିଂହ ସ୍ୱାଇଁ, ରିଙ୍କୁ ସ୍ୱାଇଁ, ଚନ୍ଦନ ସାମଲ, କୃଷ୍ଣଚନ୍ଦ୍ର ବାରିକ, ନିଧି ଦାସ, ରିମି ଦାସ, ଜିତିନ ସେଠୀ, ଜୁଳୀ ସେଠୀ ପ୍ରମୁଖ ପ୍ରତିଯୋଗିତାର ପରିଚାଳନା କରିଥିଲେ।

କୁଜଙ୍ଗ ବ୍ଳକ ଫୁଟବଲ ଟୁର୍ଣ୍ଣାମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.