Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦ୍ୱିତୀୟ ପ୍ରତିମା ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ-୨୦୨୦ ଉଦଜାପିତ
ଆଞ୍ଚଳିକ

ଦ୍ୱିତୀୟ ପ୍ରତିମା ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ-୨୦୨୦ ଉଦଜାପିତ

January 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଲକ୍ଷ୍ମୀସାଗର କେନାଲ ରୋଡ଼ ନିକଟରେ ଥିବା ଓସ୍କାର ସିଟି ପରିସରରେ ଥିବା ପ୍ରତିମା କଲ୍ୟାଣ ମଣ୍ଡପରେ ଦ୍ୱିତୀୟ ପ୍ରତିମା ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା ୮ଟି ଦଳ ମଧ୍ୟରୁ ଭୁବନେଶ୍ୱରର ଓସ୍କାର କ୍ରିକେଟ କ୍ଲବ ଓ ଲାଇଫ୍ ଲାଇନ୍ ଫାଇନାଲକୁ ପ୍ରବେଶ କରିଥିଲେ । କଡ଼ା ସଂଘର୍ଷ ମଧ୍ୟରେ ଲାଇଫ୍ ଲାଇନ୍ ମାତ୍ର ୬ ଓଭରରେ ୬୫ ରନ ସଂଗ୍ରହ କରିଥିଲା । ଜବାବରେ ଓସ୍କାର କ୍ରିକେଟ କ୍ଲବ ସୀମିତ ୬ ଓଭରରେ ୬୬ ରନ ସଂଗ୍ରହ କରି ବିଜୟୀ ହୋଇଥିଲା । ଏହି ମ୍ୟାଚରେ ଓସ୍କାର କ୍ରିକେଟ କ୍ଲବର ଅଧିନାୟକ ବିକ୍ରମ ପ୍ରଧାନ ଟ୍ରଫି ସଂଗ୍ରହ କରିଥିବା ବେଳେ ମ୍ୟାନ୍ ଅଫ ଦ ମ୍ୟାଚ୍ ଓ ମ୍ୟାନ୍ ଅଫ ଦ ସିରିଜ୍ ବିବେଚିତ ହୋଇଥିଲେ । ଓସ୍କାର କ୍ରିକେଟ କ୍ଲବ ପକ୍ଷରୁ ମୁଖ୍ୟ ଅତିଥି ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଯୋଗ ଦେଇଥିଲେ । ଲକ୍ଷ୍ମୀସାଗର ବିକାଶ ମଞ୍ଚର ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପରିଡ଼ା, ଓସ୍କାର ସିଟିର ସଭାପତି ଦେବେନ୍ଦ୍ର ମହାପାତ୍ର ଖେଳାଳିମାନଙ୍କୁ ଟ୍ରଫି ପ୍ରଦାନ କରିଥିଲେ । ଓସ୍କାର କ୍ରିକେଟ କ୍ଲବର ସଭାପତି ଅନିଲ କୁମାର ପରିଡ଼ା ଓ ସମ୍ପାଦକ ଛତିନ୍ଦ୍ର ରାଉତ ଉକ୍ତ ଟୁର୍ଣ୍ଣାମେଣ୍ଟକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026
Latest News

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.