Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହ୍ଲାସାହି ସମବାୟ ସେବା ସମିତି ପକ୍ଷରୁ ଖୋଲିଲା ନୂତନ ଧାନମଣ୍ଡି
ଆଞ୍ଚଳିକ

ମହ୍ଲାସାହି ସମବାୟ ସେବା ସମିତି ପକ୍ଷରୁ ଖୋଲିଲା ନୂତନ ଧାନମଣ୍ଡି

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କୁଜଙ୍ଗ : କୁଜଙ୍ଗ ବ୍ଳକ ଅନ୍ତର୍ଗତ ମହ୍ଲାସାହି ସମବାୟ ସେବା ସମିତି ପକ୍ଷରୁ ଆଜି ସ୍ଥାନୀୟ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ଧାନମଣ୍ଡି ଉଦଘାଟିତ ହୋଇଛି । କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଉପସଭାନେତ୍ରୀ ଗୀତାରାଣୀ ନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ମଣ୍ଡିର ଉଦଘାଟନ କରିଥିଲେ । ଏହି ଅବସରରେ ସ୍ଥାନୀୟ ସମବାୟ ସମିତି ଅଧୀନ ବିଭିନ୍ନ ଚାଷୀମାନେ ଏହି ମଣ୍ଡିରେ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ବିକ୍ରୟ କରିବାକୁ ସେ ଚାଷୀ ମାନଙ୍କୁ ନିବେଦନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର କୁଜଙ୍ଗ ଶାଖା ଅଧିକାରୀ ସୁଜିତ ଦାସ, ସ୍ଥାନୀୟ ସମିତି ସଭାନେତ୍ରୀ ଶୁଭାସିନୀ କର, ଉପସଭାପତି ବିପିନ ବିହାରୀ ଦଳାଇ, ସମ୍ପାଦକ ଶତୃଘ୍ନ ବାରିକ, ଜିଲ୍ଲାନାସୀ ସରପଞ୍ଚ ପ୍ରମୋଦ କୁମାର ସ୍ୱାଇଁ, ବୋର୍ଡ଼ ସଭ୍ୟ ଅଭୟ କୁମାର ସାମଲ, ହରେକୃଷ୍ଣ ସେଠୀ, ଚାଷୀ ଉପେନ୍ଦ୍ରନାଥ ଚୌଧୁରୀ, ସୁରେଶ ବାରିକ, ଗୁରୁଚରଣ ବାରିକ, ସମାଜସେବୀ ବିଷ୍ଣୁପ୍ରସାଦ କର, ରବୀନ୍ଦ୍ର କୁମାର ରାଉତ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ । ପ୍ରଥମ ଦିନରେ ମିଲରଙ୍କ ଦ୍ୱାରା 26 ଚାଷୀଙ୍କ ନିକଟରୁ 830 କ୍ବିଣ୍ଟାଲ ଧାନ କିଣାଯାଇଥିଲା ।

kujang
Share. Facebook Twitter LinkedIn Email WhatsApp Copy Link

Related Posts

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026
Latest News

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.