Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିବେକାନନ୍ଦ ଜୟନ୍ତୀ ଅବସରରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର
ଆଞ୍ଚଳିକ

ବିବେକାନନ୍ଦ ଜୟନ୍ତୀ ଅବସରରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

January 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଗଞ୍ଜାମ/ହିଞ୍ଜିଳିକାଟୁ: ଜାତୀୟ ଯୁବ ଦିବସ ତଥା ବିବେକାନନ୍ଦ ଜୟନ୍ତୀ ଅବସରରେ ତ୍ରିରଙ୍ଗା ସେବା ସଙ୍ଘ ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏହି ଶିବରରେ ନଗରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ମନୋରଞ୍ଜନ ସାହୁ ଏବଂ ତ୍ରିରଙ୍ଗା ସେବା ସଙ୍ଘ ଉପ ସଭାପତି ପ୍ରଭାତ କୁମାର ମହାରଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଉଭୟ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏଲ୍‌ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟର ଡ. ରଶ୍ମୀ ରଞ୍ଜନ ଯୋଗଦାନ କରି ଏହି ଶିବିର ପରିଚାଳନା କରିଥିଲେ। ହସ୍ପିଟାଲର କାର୍ଯ୍ୟବାହ ଅଧିକାରୀ ଆଲୋକ କୁମାର ସ୍ବାଇଁ ତାଙ୍କୁ ସହଯୋଗ ପ୍ରଦାନ କରିଥିଲେ। ଏହି ଶିବିରରେ ୧୧୮ ଜଣ ରୋଗୀ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଫାଇଦା ଉଠାଇଥିଲେ। ଏହା ବ୍ୟତିତ ୪୦ ଜଣ ରୋଗୀଙ୍କୁ ମୋତିଆ ବିନ୍ଦୁ ଅପରେସନ ପାଇଁ ଚିହ୍ନଟ କରାଯାଇଥିଲା। ସେମାନଙ୍କୁ ମାଗଣା ଅସ୍ତ୍ରୋପଚାର ପାଇଁ ଆମ୍ବପୁଆ ହସ୍ପିଟାଲକୁ ପଠାଯାଇଥିଲା। କାର୍ଯ୍ୟକ୍ରମରେ ତ୍ରିରଙ୍ଗା ସେବା ସଂଘର କିରଣ ପୃଷ୍ଟି, ସୁମନ ସାହୁ, ଶିବ ବାଡତ୍ୟା, ନୀଳମାଧବ ପାତ୍ର, ଅମର ନାଥ, ନିରଞ୍ଜନ ସାହୁ, ଆଶିଷ ପ୍ରଧାନ, ଅଭିଷେକ ପ୍ରଧାନ, ରାକେଶ ଭୂୟାଁ, ଅନୀଲ ପୃଷ୍ଟି, ପ୍ରୀତମ ସାହୁ, ସତୀଶ ସାହୁ, ସରୋଜ ପାତ୍ର, କାହ୍ନୁ ଗୌଡ ଏବଂ ବଳରାମ ପାତ୍ର ପ୍ରମୁଖ ମସହଯୋଗ କରିଥିଲେ।

Ganjam TRIRANGA
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.