Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ଗ୍ରାମୀଣ ମହିଳା ଉଚ୍ଚବିଦ୍ୟାଳୟର ରଜତ ଜୟନ୍ତୀ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରର ଗ୍ରାମୀଣ ମହିଳା ଉଚ୍ଚବିଦ୍ୟାଳୟର ରଜତ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

January 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର: ଆଜି ବାଣପୁରଠାରେ ଗ୍ରାମୀଣ ମହିଳା ଉଚ୍ଚବିଦ୍ୟାଳୟର ରଜତ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅନୁସୂଚିତ ଜାତି, ଉପଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ମନ୍ତ୍ରୀ ଜଗନ୍ନାଥ ସାରକା ଉପସ୍ଥିତ ରହିଥିଲେ। ସେହିପରି ଏହି ଉତ୍ସବରେ ମୁଖ୍ୟବକ୍ତା ଭାବରେ ଯୋଗଦେଇଥିଲେ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ସମିତି ସଭାପତି ରଘୁନାଥ ସାହୁ, ପ୍ରଧ୍ୟାପକ ତଥା ଜଗନ୍ନାଥ ସାହିତ୍ୟ ସଂସ୍କୃତି ଗବେଷକ ଚନ୍ଦ୍ରଶେଖର ଦାସ, ଅଧ୍ୟାପକ ପ୍ରଶାନ୍ତ ଦାସ, ଅଧ୍ୟକ୍ଷା ତଥା ସମ୍ପାଦିକା ରଶ୍ମିତା ମହାନ୍ତି, ବ୍ଲକ୍‌ ଅଧ୍ୟକ୍ଷା ରଂଜିତା ସେଠୀ, ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ୍‌ ଓ ପ୍ରାକ୍ତନ ସମ୍ପାଦକ ଜଗନ୍ନାଥ ଭୋଳ ପ୍ରମୁଖ ଅତିଥି ଭାବରେ ଯୋଗଦାନ କରିଥିଲେ।

ଅତିଥିମାନେ ଏହି ଅବସରରେ କୃତି ଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଉତ୍ସବରେ  ଅଧ୍ୟାପକ ସର୍ବେଶ୍ବର ଷଡଙ୍ଗୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ମଞ୍ଚପରିଚାଳନା କରିଥିଲେ କ୍ରୀଡ଼ା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ। ଛାତ୍ରୀମାନଙ୍କ ତରଫରୁ ଏକ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଇଥିଲା।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ

BANAPUR
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.