Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 27ତମ ବାର୍ଷିକ ଉତ୍ସବ ପାଳିତ
ଆଞ୍ଚଳିକ

ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 27ତମ ବାର୍ଷିକ ଉତ୍ସବ ପାଳିତ

January 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷାବ୍ୟୁରୋ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ଗ୍ରାମ ପଞ୍ଚାୟତ ସ୍ଥିତ ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୭ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପୂର୍ବତନ ତଥା ବର୍ତ୍ତମାନର ପରିଚାଳନା କମିଟିର ସଭାପତି ଧନେଶ୍ୱର ମାଝୀ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ଅଧକ୍ଷ ଶ୍ରୀଯୁକ୍ତ ସୁବୋଧ କୁମାର ଶତପଥି, ଗଗନ ବିହାରୀ ମହାପାତ୍ର, ପିତାମ୍ବର ସାହୁ, ଲମ୍ବୋଦର ସାହୁକାର, ଧ୍ରୁବ ଚରଣ ସାହୁକାର, ବିରେନ୍ଦ୍ର କୁମାର ସାହୁ, ରାଜ କିଶୋର ରଣା ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତାରେ ପୁରସ୍କାର ବିତରଣ କରିଥିଲେ। ଜାତୀୟ ସେବା ଯୋଜନାର ତତ୍ୱବଧାରିକା ସୁଶ୍ରୀ ଜ୍ୟୋତିମାଳା ରାଉତ ମହିଳା ସ୍ବେଚ୍ଛାସେବୀଙ୍କ ଦ୍ଵାରା ଶୃଙ୍ଖଳା ରକ୍ଷା କରିବା ସହ ଶିବାଜୀ ବାରିକ,  କାହ୍ନୁ  ଭୋଇ, ଯାଦବ ଭାସ୍କର ଯାନୀ, ଲୋଚନ ସାହୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟରେ ସହଯୋଗ କରି ବାର୍ଷିକ ଉତ୍ସବକୁ ସାଫଲ୍ୟ କରିଥିଲେ।।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

ଖାଇବାକୁ ମାଗିବାରୁ ରକ୍ତାକ୍ତ କାଣ୍ଡ! ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ସ୍ୱାମୀ

October 31, 2026

ଜାନୁଆରୀର ରେକର୍ଡରୁ ଖସିଲା ସୁନା ଦର, ଏବେ କିଣିବେ ନା ଅପେକ୍ଷା କରିବେ?

October 31, 2026

ବିସିସିଆଇ ର ବଡ଼ ନିଷ୍ପତ୍ତି: ଟିମ୍ ଇଣ୍ଡିଆରୁ ମୁକ୍ତ ହେବେ ନୀତିଶ କୁମାର ରେଡ୍ଡୀ

October 31, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଶୁଣାଣି ଶେଷ, ରାୟ ସଂରକ୍ଷିତ

October 31, 2026

ଭାରତୀୟ ନେଭିଗେସନ୍‌ ବ୍ୟବସ୍ଥାରେ ଏକ ନୂଆ ଅଧ୍ୟାୟ: ସଫଳ ହେଲା ଏନ୍.ଭି.ଏସ୍.-୦୩ ରକେଟ୍‌ ଉତକ୍ଷେପଣ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.