Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏନଏସଏସ ତରଫରୁ ଟ୍ରାଫିକ ସଚେତନତା ପକ୍ଷ ପାଳିତ
ଆଞ୍ଚଳିକ

ଏନଏସଏସ ତରଫରୁ ଟ୍ରାଫିକ ସଚେତନତା ପକ୍ଷ ପାଳିତ

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ସାନଖେମୁଣ୍ଡି : ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଜ୍ଞାନ ମହାବିଦ୍ୟାଳୟ ରାଷ୍ଟ୍ରୀୟ ସେବା ସଂସ୍ଥା ତରଫରୁ ଟ୍ରାଫିକ ସଚେତନତା ପକ୍ଷ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ପ୍ରଫୁଲ୍ଲ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ କଙ୍କୋରଡା ସହର ପରିକ୍ରମା କରି ଲୋକଙ୍କୁ ଟ୍ରାଫିକ୍‌ ନିୟମ ସମ୍ପର୍କରେ ସଚେତନ କରାଇଥିଲେ । ଟ୍ରାଫିକ ନିୟମକୁ ମାନିବା, ହେଲମେଟ ବ୍ୟବହାର, ଧିରେ ଯାନବାହାନ ଚଳାଇବା ସହିତ ମଦ୍ୟପାନ କରି ଗାଡି ନ ଚଳାଇବା ପାଇଁ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ । ପରବର୍ତ୍ତୀ ସମୟରେ କଲେଜ ପରିସରରେ ଏକ ସଭା ଆୟୋଜନ କରି ରାଷ୍ଟ୍ରୀୟ ସେବା ସଂସ୍ଥାର ପୋଗ୍ରାମ ଅଫିସର ଅଧ୍ୟାପିକା ସସ୍ମିତା ସାହୁ, ଆଶାଲତା ପଟ୍ଟନାୟକ ଓ ତୀର୍ଥବ୍ରତ ସାହୁ ଛାତ୍ରଛାତ୍ରୀଙ୍କ ସହିତ ଯୋଗ ଦେଇ ଜନସାଧାରଣଙ୍କୁ ସଚେତନ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜନୀତି ବିଭାଗର ଅଧ୍ୟାପକ ରବିନ୍ଦ୍ର ବେହେରା,ଅର୍ଥନୀତି ବିଭାଗର ଅଧ୍ୟାପକ ଅଶୋକ କୁମାର ନାୟକ ସହଯୋଗ କରିଥିବା ବେଳେ ଶତାଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିଲେ ।

nss
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

June 23, 2026

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026

ମନ୍ଦିରରେ ବିଗ୍ରହ ପ୍ରତିଷ୍ଠାକୁ ନେଇ ତୀବ୍ର ବିବାଦ: ୧୬୩ ଧାରା ଜାରି

June 23, 2026
Latest News

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026

ବିଦ୍ରୋହୀ ଗୋଷ୍ଠୀକୁ ଚ୍ୟାଲେଞ୍ଜ: ନୂଆ କମିଟି ଗଠନ କଲେ ମମତା ବାନାର୍ଜୀ

June 23, 2026

ମୋଦି ମନ୍ତ୍ରୀମଣ୍ଡଳରେ ପୁନର୍ଗଠନ ହେବ କି?: ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନ୍

June 23, 2026

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.