Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି : ଅଧିକାରୀଙ୍କ ତୁଳନାରେ କମ୍‌ ଅଭିଯୋଗକାରୀ
ଆଞ୍ଚଳିକ

ରେଢାଖୋଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି : ଅଧିକାରୀଙ୍କ ତୁଳନାରେ କମ୍‌ ଅଭିଯୋଗକାରୀ

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲର ରାଜୀବ ଗାନ୍ଧି ସେବା କେନ୍ଦ୍ର ଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜନ ଅଭିଯୋଗ ଶୁଣାଣିରେ ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସକ୍ସେନାଙ୍କ ସହିତ ଏସ୍‌.ପି କନ୍‌ଓ୍ବର୍ ବିଶାଲ୍ ସିଂହ, ରେଢାଖୋଲ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା, ରେଢାଖୋଲ ଉପଜିଲ୍ଲାପାଳ ଡୋଳାମଣୀ ପଟେଲ, ରେଢାଖୋଲ ବି.ଡିଓ ପରୀକ୍ଷିତ ସାହୁ ତହସିଲ୍‌ଦାର ରୁବି ବେହେରା, ସିଡିଏମ୍‌ଓ ଡା.ଶଶି ଭୁଷଣ ପଟେଲ୍ ଏବଂ ଜିଲ୍ଲାସ୍ତରୀୟ ତଥା ଉପଖଣ୍ଡସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଜନ ଅଭିଯୋଗ ଶୁଣାଣୀରେ 25ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ 7ଟି ଦଳଗତ ଅଭିଯୋଗ ଓ 18ଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ବିଶେଷ କରି ଜଙ୍ଗଲ ଜମି ରେଢାଖୋଲରେ ଆଦର୍ଶ ବିଦ୍ୟାଳୟ, ଇନ୍ଦିରା ଆବାସ, ସ୍ୱାସ୍ଥ୍ୟସେବା, ରେଢାଖୋଲ ଏସବିଆଇର ଏଟିଏମ୍ ଅଚଳ ସଂପର୍କିତ ଅଭିଯୋଗ ଥିଲା । 14ଟି ପଞ୍ଚାୟତ ନିମନ୍ତେ ଏହି ଜନଶୁଣାଣି ଅନୁଷ୍ଠିତ ହୋଇଥିବା ବେଳେ ମାତ୍ର 25ଟି ଅଭିଯୋଗ ଆସିବା ଅତ୍ୟନ୍ତ ନିରାଶାଜନକ । ଅଭିଯୋଗ ଶୁଣାଣିରେ ଅଧିକାରୀ ଅଧିକ ରହିଥିବା ବେଳେ ଅଭିଯୋଗ ଶୁଣାଣି ଏକ ପ୍ରହସନରେ ପରିଣତ ହୋଇଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି ।

collector rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026

ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

July 25, 2026

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026
Latest News

“ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ବିନା କୌଣସି ବୁଝାମଣା ନାହିଁ”: ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

July 25, 2026

“ଏଆଇର ଅପବ୍ୟବହାରକୁ ସହ୍ୟ କରାଯିବ ନାହିଁ…”: ନକଲି ଭିଡିଓ ଉପରେ କେନ୍ଦ୍ର ମନ୍ତ୍ରୀ କ୍ଷୁବ୍ଧ

July 25, 2026

ଆଉ କେତେ ଦିନ ଟିମ୍ ଇଣ୍ଡିଆର ପ୍ରଶିକ୍ଷକ ରହିବେ ଗୌତମ ଗମ୍ଭୀର?: ଜାଣନ୍ତୁ BCCI ର ଚୁକ୍ତି

July 25, 2026

ଶ୍ରୀଲଙ୍କା ସିରିଜ ପରେ ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ: ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!

July 25, 2026

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.