Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେତାଜୀ ମଡେଲ୍‌ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ
ଆଞ୍ଚଳିକ

ନେତାଜୀ ମଡେଲ୍‌ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ

January 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପବିତ୍ର ଜନ୍ମତିଥି ଉପଲକ୍ଷେ କେନ୍ଦ୍ରାପଡା ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନେତାଜୀ ମଡେଲ ସ୍କୁଲ ତରଫରୁ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ଆରମ୍ଭରେ ବିଦ୍ୟାଳୟର ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଟି ନେତାଜୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ। ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏକତ୍ରିତ ହୋଇ ସହର ପରିକ୍ରମା କରି ନେତାଜୀଙ୍କ ଜୟଜୟକାର କରିଥିଲେ। ଏହି ଅବସରରେ ସହରର ପୁରୁଣା ମଟର ଷ୍ଟାଣ୍ଡ ଠାରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

birth anniversary kendrapada netaji
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026

ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ

August 27, 2026

ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 27, 2026

ଭାରତଠାରୁ ବିଜୟ ଛଡ଼ାଇ ନେଲେ ଶ୍ରୀଲଙ୍କାର ସୋନଲ ଦିନୁଷା: ଡ୍ର ରେ ଶେଷ ହେଲା ଦ୍ୱିତୀୟ ଟେଷ୍ଟ

August 27, 2026

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.