Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେତାଜୀ ଜୟନ୍ତୀ ଉପଲକ୍ଷେ କୁଜଙ୍ଗରେ ରକ୍ତଦାନ ଶିବିର
ଆଞ୍ଚଳିକ

ନେତାଜୀ ଜୟନ୍ତୀ ଉପଲକ୍ଷେ କୁଜଙ୍ଗରେ ରକ୍ତଦାନ ଶିବିର

January 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: ନେତାଜୀ ଜୟନ୍ତୀ ଉପଲକ୍ଷେ କୁଜଙ୍ଗରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆମ ଓଡିଶା ଏବଂ ଏସ୍‌ଟିଇଆର୍‌ ପକ୍ଷରୁ ମିଳିତ ଭାବରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ଏହି ରକ୍ତଦାନ ଶିବିରରେ ସମୁଦାୟ ୩୪ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ପୂର୍ବତନ ଜଗତସିଂହପୁର ସାଂସଦ କୁଳମଣି ସାମଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ରକ୍ତଦାନ ଏକ ମହତ କାର୍ଯ୍ୟ। ଆଜିର ଯୁବପିଢି ନିଜକୁ ଏହି ଧାରାରେ ସାମିଲ କରିବା ଉଚିତ୍‌ ବୋଲି ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ।

କୁଜଙ୍ଗ ଥାନାଧିକାରୀ ଦିଲ୍ଲୀପ୍‌ କୁମାର ସାହୁ , ବରିଷ୍ଠ ସାମ୍ବାଦିକ ଦୁଷ୍ମନ୍ତ ମାଝୀ ଏବଂ ଆଇନଜୀବୀ ମଞ୍ଜୁଲତା ରାଉତ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ। ଏସ୍‌ଟିଇଆର୍‌ ସଂସ୍ଥାର ପ୍ରତିଷ୍ଠାତା ଦୁଷ୍ମନ୍ତ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

bloodbank kujang
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ସସ୍‌ପେଣ୍ଡ

October 1, 2026

ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026
Latest News

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026

ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ସସ୍‌ପେଣ୍ଡ

October 1, 2026

ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ

October 1, 2026

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.