Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତିର୍ତ୍ତୋଲରେ ସିଏଏ ବିରୋଧୀ ପ୍ରତିବାଦ ସଭା
ଆଞ୍ଚଳିକ

ତିର୍ତ୍ତୋଲରେ ସିଏଏ ବିରୋଧୀ ପ୍ରତିବାଦ ସଭା

January 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: ସମଗ୍ର ଦେଶରେ ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ବିକ୍ଷୋଭ କରାଯାଉଥିବା ବେଳେ ତିର୍ତ୍ତୋଲରେ ମଧ୍ୟ ନାଗରିକତା ଆଇନ ବିରୋଧରେ ଏକ ପ୍ରତିବାଦ ସଭା ଏବଂ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । କଂଗ୍ରେସ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ତିର୍ତ୍ତୋଲ ଯୁବ କଂଗ୍ରେସ ସଭାପତି ବେଦଦ୍ୟୁତି ପୃଷ୍ଟି ସଭାପତିତ୍ବ କରିଥିଲେ । ପ୍ରତିବାଦ ସଭା ପରେ ଏକ ଶୋଭାଯାତ୍ରା ମଧ୍ୟ ଅନୁଷ୍ଠିତ ହୋଇଥିଲା । ନାଗରିକତ୍ବ ଆଇନକୁ ବିରୋଧ କରି ତିର୍ତ୍ତୋଲର କଟକ ପାରାଦ୍ଵୀପ ରାସ୍ତାରେ ଏକ ଶୋଭାଯାତ୍ରା କରାଯାଇ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା ।

anticaa kujang Protest tirtol
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ୍‌ଶୀଘ୍ର ବଜାରକୁ ଆସିବ ‘ଓମ୍‌ଫେଡ୍’ ପାଣି ଓ ଆଇସକ୍ରିମ୍: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

September 14, 2026

ପୂର୍ବ ଶତ୍ରୁତାରୁ ରାଜଧାନୀରେ ଆତଙ୍କ, ଯୁବକଙ୍କୁ ମରଣାନ୍ତକ ସଂଘବଦ୍ଧ ଆକ୍ରମଣ

September 14, 2026

ସାମାନ୍ୟ କଳିର ଭୟଙ୍କର ରୂପ: ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

September 14, 2026

ନନ୍ଦନକାନନରେ ପୁଣି ଅସୁସ୍ଥ ହେଲା ଓରାଙ୍ଗଉଟାନ୍

September 14, 2026
Latest News

ପ୍ରଥମ ଟି-୨୦ରେ ତିନୋଟି ପ୍ରମୁଖ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

September 14, 2026

ଖୁବ୍‌ଶୀଘ୍ର ବଜାରକୁ ଆସିବ ‘ଓମ୍‌ଫେଡ୍’ ପାଣି ଓ ଆଇସକ୍ରିମ୍: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

September 14, 2026

ମୁକ୍ତିଲାଭ କଲା ‘ରାମାୟଣ’ର ପ୍ରଥମ ମୋସନ୍ ପୋଷ୍ଟର: ‘ସିଆ ରାମ’ର ହୃଦୟସ୍ପର୍ଶୀ ପ୍ରଥମ ଝଲକ

September 14, 2026

ଅମିତ ଶାହାଙ୍କ ଘୋଷଣା: ୨୦୨୯ ସୁଦ୍ଧା ଏନଡିଏ ଶାସିତ ରାଜ୍ୟରେ ଲାଗୁ ହେବ UCC

September 14, 2026

ପୂର୍ବ ଶତ୍ରୁତାରୁ ରାଜଧାନୀରେ ଆତଙ୍କ, ଯୁବକଙ୍କୁ ମରଣାନ୍ତକ ସଂଘବଦ୍ଧ ଆକ୍ରମଣ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.