Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ ମତଦାତା ଦିବସ ପାଳନ ଅବସରରେ ସାଇକେଲ ଶୋଭାଯାତ୍ରା
ଆଞ୍ଚଳିକ

ଜାତୀୟ ମତଦାତା ଦିବସ ପାଳନ ଅବସରରେ ସାଇକେଲ ଶୋଭାଯାତ୍ରା

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଧୃତିରଞ୍ଜନ ବାରିକ
କେନ୍ଦ୍ରାପଡା : ଜାତୀୟ ମତଦାତା ଦିବସ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ତରଫରୁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । 10ମ ମତଦାତା ଦିବସ ଅବସରରେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ପରିସରରୁ ଶତାଧିକ ଛାତ୍ରଛାତ୍ରୀ ସାଇକେଲ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଏହି ଶୋଭାଯାତ୍ରାରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସଚେତନତା ବାର୍ତା ପ୍ରଚାର କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ରାଉତ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ପ୍ରସାରଣ ବିଭାଗର ଉପ ନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା ସମାଜ ମଙ୍ଗଳ ଓ ଭିନ୍ନକ୍ଷମ ଅଧିକାରୀ ପ୍ରଭାସ ଦାସ , ଜିଲ୍ଲା ନିର୍ବାଚନ ଅଫିସର ସମ୍ବିତ ଶତପଥି ପ୍ରମୁଖ ଯୋଗ ଦେଇଥିଲେ ।

cyclerally kendrapada
Share. Facebook Twitter LinkedIn Email WhatsApp Copy Link

Related Posts

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

ପିଏମ୍ ଶ୍ରୀ ଜେଏନ୍‌ଭି ଗୁରୁଜଙ୍ଗରେ ଆଞ୍ଚଳିକ ସ୍ତରୀୟ ବକ୍ସିଂ ଚୟନ ପ୍ରତିଯୋଗିତା ଉଦ୍‌ଘାଟିତ

August 6, 2026

ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

August 6, 2026

ଆଜିଠୁ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

August 6, 2026
Latest News

ନିଶ୍ଚିତ ହେଲା ରଣବୀର କପୁରଙ୍କ ‘ରାମାୟଣ’ ରିଲିଜ୍ ତାରିଖ: ଜାଣନ୍ତୁ କେବେ?

August 6, 2026

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

ପିଏମ୍ ଶ୍ରୀ ଜେଏନ୍‌ଭି ଗୁରୁଜଙ୍ଗରେ ଆଞ୍ଚଳିକ ସ୍ତରୀୟ ବକ୍ସିଂ ଚୟନ ପ୍ରତିଯୋଗିତା ଉଦ୍‌ଘାଟିତ

August 6, 2026

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.